ହାତ ଛାଡ଼ି ପଦ୍ମ ପୋଖରୀକୁ ଡେଇଁଲେ ଖୁସ୍‌ବୁ

ନୂଆଦିଲ୍ଲୀ: ହାତ ଛାଡ଼ି ପଦ୍ମ ପୋଖରୀକୁ ଡେଇଁଲେ ଖୁସ୍‌ବୁ। ଅଭିନେତ୍ରୀରୁ ନେତ୍ରୀ ବନିଥିବା ଏବଂ ଏକଦା ତାମିଲନାଡୁ କଂଗ୍ରେସର ମୁଖପାତ୍ର ଥିବା ଖୁସବୁ ସୁନ୍ଦର କଂଗ୍ରେସ ଛାଡ଼ିବାର ମାତ୍ର କେଇ ଘଣ୍ଟା ପରେ ଆଜି ବିଜେପିରେ ଯୋଗ ଦେଇଛନ୍ତି।

କଂଗ୍ରେସ ଉପରେ ଅସନ୍ତୁଷ୍ଟ ଥିବା ଖୁସ୍‌ବୁ ଦଳ ଛାଡ଼ି ବିଜେପିରେ ଯୋଗ ଦେବା ନେଇ ଗତ କିଛି ଦିନ ଧରି ଚର୍ଚ୍ଚା ଲାଗି ରହିଥିଲା। ଏପରିକି ଖୁସ୍‌ବୁ କେନ୍ଦ୍ର ସରକାରଙ୍କ ଜାତୀୟ ଶିକ୍ଷାନୀତିକୁ ସ୍ବାଗତ କରି ମନ୍ତବ୍ୟ ରଖିବାରୁ ତାମିଲନାଡୁ କଂଗ୍ରେସରେ ହଟଚମଟ ସୃଷ୍ଟି ହୋଇଥିଲା।

ଯାହାକୁ ନେଇ ଦଳ ଭିତରେ ପ୍ରବଳ ବିରୋଧର ସମ୍ମୁଖୀନ ହୋଇଥିଲେ, ଏବଂ ପରେ ଏଥିପାଇଁ କ୍ଷମା ବି ମାଗିଥିଲେ। ହେଲେ ସେବେଠୁ ଦଳ ଭିତରେ ଏକପ୍ରକାର କୋଣଠେସା ଥିବା ଖୁସ୍‌ବୁ ଆଜି କଂଗ୍ରେସରୁ ସବୁ ସଂପର୍କ ତୁଟାଇ, ଦଳୀୟ ନେତୃତ୍ୱ ଉପରେ ବର୍ଷିବା ସହ ବିଜେପିରେ ଯୋଗ ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ମଦ ଢାଳି ଭୂମି ପୂଜନ କଲେ ବିଧାୟକ

ମୁଙ୍ଗେର ଗୁଳିକାଣ୍ଡ ପ୍ରତିବାଦରେ ବ୍ୟାପକ ହିଂସାକାଣ୍ଡ, ତଦନ୍ତ ନିର୍ଦ୍ଦେଶ ଦେଲେ ସିଇସି

ଫ୍ରାନ୍ସରେ ଆତଙ୍କବାଦୀ ଆକ୍ରମଣ

ବିବାଦୀୟ ମାନଚିତ୍ର ନେଇ ସଂସଦୀୟ କମିଟି ପାଖରେ କ୍ଷମା ମାଗିଲା ଟ୍ୱିଟର

ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ

ଜେଇଇ ମେନ୍‌ରେ ଟପ୍ କରିଥିବା ପରୀକ୍ଷାର୍ଥୀ ଗିରଫ

୬୫ ବର୍ଷରେ ବିବାହ କଲେ ବରିଷ୍ଠ ଓକିଲ ହରିଶ ସାଲ୍‌ଭେ

ଲ୍ୟାଣ୍ଡ ମାଇନ୍ସ ବିଛାଉଥିବାବେଳେ ବିସ୍ଫୋରଣ; ୧୨ରୁ ଅଧିକ ସେନା ମୃତ

୬୦ ବର୍ଷୀୟ ବୃଦ୍ଧଙ୍କ ଆଖିରୁ ବାହାରିଲା ୨୦ ଜୀବନ୍ତ କୃମି

ଭୟରେ ପାଦ ଥରୁଥିଲା, ଝାଳରେ ଭିଜି ଯାଇଥିଲେ ପାକ୍‌ ଆର୍ମି ଚିଫ୍, ଶେଷରେ ଅଭିନନ୍ଦନଙ୍କୁ ଛାଡି ଦେଇଥିଲେ

ବେଷ୍ଟ୍‌ କଷ୍ଟ୍ୟୁମ୍ ଡିଜାଇନର୍ ପୁରସ୍କାର ପାଇବେ ଏହି ଦିନ ମଜୁରିଆ

କରୋନା କାଳରେ ପୋଲିସ ଦମନଲୀଳାକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

You might also like