କିଡନୀ ରୋଗରେ ଆକ୍ରାନ୍ତ ଲାଲୁ ଯାଦବ

ନୂଆଦିଲ୍ଲୀ: ଗୋଖାଦ୍ୟ ଦୁର୍ନୀତିରେ ଜେଲରେ ସଜା କାଟୁଥିବା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ୍। ଲାଲୁଙ୍କ କିଡ଼ନୀ ଖରାପ ହୋଇଥିବା ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି। ଜେଲରେ ରହିବା ପରେ ଲାଲୁ ବିଭିନ୍ନ ରୋଗର ଶିକାର ହୋଇ ଗତବର୍ଷ ପାଖରୁ ରାଞ୍ଜି ହସ୍ପିଟାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି।

ଝାଡଖଣ୍ଡ ସ୍ଥିତି ରାଜେନ୍ଦ୍ର ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ (ରିମ୍ସ) ବା ରାଞ୍ଚି ହସ୍ପିଟାଲର ଡାକ୍ତର ପିକେ ଝା କହିଛନ୍ତି ଲାଲୁଙ୍କ କିଡନୀ ୩୭ ପ୍ରତିଶତ କାମ କରୁଥିବା ବେଳେ ୬୩ ପ୍ରତିଶତ କାମ କରୁନାହିଁ। ଲାଲୁଙ୍କ ରକ୍ତ ସଂକ୍ରମିତ ହୋଇଥିବାରୁ ତାଙ୍କ କିଡନୀ ଏହାଦ୍ୱାରା ପ୍ରଭାବିତ ହୋଇଛି ବୋଲି ସେ କହିଛନ୍ତି।

ଲାଲୁ ଯାଦବ ଏବେ ଡାଇବେଟିସ, ରକ୍ତ ଚାପ, କିଡ଼ନୀ ରୋଗର ଶିକାର ହୋଇଛନ୍ତି। ଗୋଖାଦ୍ୟ ଦୁର୍ନୀତି ମାମଲାରେ ଲାଲୁ ଯାଦବ ୧୪ ବର୍ଷ ପାଇଁ ଜେଲ ଦଣ୍ଡାଦେଶ ଭୋଗୁଛନ୍ତି।

ଆହୁରି ପଢ଼ନ୍ତୁ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

୮୩ ଦିନ ପରେ ଆଶ୍ୱସ୍ତି; ଦିନକରେ ଚିହ୍ନଟ ହେଲେ ୫୦ ହଜାରରୁ କମ କରୋନା ଆକ୍ରାନ୍ତ

ଫେବ୍ରୁଆରି ସୁଦ୍ଧା ଦେଶର ଅଧା ଲୋକ କରୋନା ଆକ୍ରାନ୍ତ ହୋଇ ପାରନ୍ତି !

କଥା ଦେଇ କଥା ରଖିଲେ ରାହୁଲ, ଦୁଇ ଭଉଣୀଙ୍କୁ ଉପହାର ଦେଲେ ଘରର ଚାବି

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

You might also like