ସାବଧାନ ! ସହରରେ ବୁଲୁଛନ୍ତି ୭ ସିଂହ

ଜୁନାଗଡ଼:ସହର ଭିତରେ ବୁଲୁଛନ୍ତି ସିଂହ। ଗୋଟି କି ଦୁଇଟି ନୁହେଁ ୭ଟି ସିଂହ ସହର ଭିତରେ ବୁଲୁଥିବା ଦେଖିବାକୁ ମିଳିଛି ଗୁଜରାଟ ଜୁନାଗଡ଼ ଠାରେ। ଏହି ସିଂହମାନେ ଜନବସତିର ଅତି ନିକଟତର ହୋଇଛନ୍ତି। ଏହି ଭିଡିଓ ଏବେ ଭାଇରାଲ୍ ହେବା ପରେ ଲୋକଙ୍କ ମଧ୍ୟରେ ଆତଙ୍କ ବଢ଼ିଛି। ଘଟଣା ପରେ ବନ ବିଭାଗ ଟିମ୍ ପହଞ୍ଚି ଅନୁଧ୍ୟାନ କରିଛି।

ଦେଶର ସବୁଠୁ ଅଧିକ ସିଂହ ଥିବା ଗୀର ଅଭୟାରଣ୍ୟର ଅତି ନିକଟରେ ରହିଛି ଜୁନାଗଡ଼ ସହର। ପୂର୍ବରୁ ବହୁବାର ସହର ଭିତରେ ସିଂହ ପଶିଥିବା ଘଟଣା ହୋଇଛି। ତେବେ ଏତେ ସଂଖ୍ୟାରେ ସିଂହକୁ କେବି ବି କେହି ଦେଖିନଥିଲେ। କିଛି ଦିନ ମଧ୍ୟରେ ଗୀର ଅଞ୍ଚଳରେ ବର୍ଷାର ପରିମାଣ ବଢ଼ିଛି। ଫଳରେ ଖାଦ୍ୟ ସନ୍ଧାନରେ ସିଂହମାନେ ସହର ଭିତରକୁ ଆସିଥିବା ଜଣାପଡ଼ିଛି।

 

ଆହୁରି ପଢ଼ନ୍ତୁ

ଜିଓକୁ ପଛରେ ପକାଇଲା ଏୟାର୍‌ଟେଲ୍‌

ମିରଟରେ ନିର୍ଭୟା ଘଟଣାର ପୁନରାବୃତ୍ତି: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣଦୁଷ୍କର୍ମ

ଅକ୍ସିଜେନ୍‌ ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

ଉମା ଭାରତୀଙ୍କୁ କରୋନା

ଭାଙ୍ଗିଲା ପୁରୁଣା ସମ୍ପର୍କ; ଏନ୍‌ଡିଏକୁ ବାଏ ବାଏ କଲା ସିରୋମଣି ଅକାଳି ଦଳ

ଅକ୍ଟୋବର-୧ରୁ ସିନେମା, ନାଟକ, ମୁକ୍ତାକାଶ ରଙ୍ଗମଞ୍ଚ ଓ ଯାତ୍ରା ଆଦିକୁ ଅନୁମତି

ସରକାରଙ୍କୁ ଏସଆଇଆଇ ଅଧ୍ୟକ୍ଷକଙ୍କ ପ୍ରଶ୍ନ; କରୋନା ଭ୍ୟାକ୍ସିନ୍ ପାଇଁ‌ ୮୦ ହଜାର କୋଟି ଅଛି ତ ?

ଜାତିସଂଘର ନିଷ୍ପତ୍ତି ଗ୍ରହଣ ବର୍ଗର ସଦସ୍ୟ ହେବା ପାଇଁ ଆଉ କେତେ ଦିନ ଅପେକ୍ଷା କରିବ ଭାରତ ?

ମିଳିତ ଜାତିସଂଘରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ: କରୋନା ମହାମାରୀ ବେଳେ ଜାତିସଂଘର ଭୂମିକା କୁଆଡ଼େ ଗଲା ?

ଡ୍ରଗ୍ସ ନେଉଥିବା କଥା ଅସ୍ୱୀକାର କଲେ ସାରା ଓ ଶ୍ରଦ୍ଧା

କେନ୍ଦ୍ର ବିଜେପିରେ ବଡ଼ଧରଣର ପରିବର୍ତ୍ତନ; କାହାକୁ କେଉଁ ଦାୟିତ୍ୱ ମିଳିଲା ଜାଣନ୍ତୁ

You might also like