କେମିକାଲ ଫ୍ୟାକ୍ଟ୍ରି ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

ମୁମ୍ୱାଇ : ମହାରାଷ୍ଟ୍ରର ଧୁଲେ କେମିକାଲ ଫ୍ୟାକ୍ଟ୍ରି ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ଏହି ଘଟଣାରେ ୫୮ ଜଣ ଆହତ ହୋଇଛନ୍ତି। ମୃତକଙ୍କ ପରିବାରକୁ ୫ ଲକ୍ଷର ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର। 

ବିସ୍ଫୋରଣ ବେଳେ ଫ୍ୟାକ୍ଟ୍ରିରେ ଶହେଜଣ ଶ୍ରମିକ ଥିବା ଜଣାପଡ଼ିଛି। ଧୁଲେର ଶିରପୁର ମଣ୍ଡଳର ଓ୍ୱାଘଡ଼ି ଗାଁ ନିକଟରେ ଏହି କେମିକାଲ ଫ୍ୟାକ୍ଟ୍ରିରେ ଆଜି ସକାଳେ ବିସ୍ଫୋରଣ ହୋଇଥିଲା।

ସେପଟେ ସୁରତ ପାଣ୍ଡ୍ୟାସରା ଅଞ୍ଚଳରେ ଥିବା ଏକ ଟେକ୍ସଟାଇଲ ମିଲ୍‌ରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ଏତେ ଅଧିକ ଥିଲା ଯେ,୨୦ଟି ଦମକଳ ଗାଡ଼ିକୁ ନିଆଁ ଆୟତ୍ତ କରିବା ପାଇଁ ବେଶ୍ ପରିଶ୍ରମ କରିବାକୁ ପଡ଼ିଥିଲା। ତେବେ ଏହି ଘଟଣାରେ କେହି ମୃତାହତ ହୋଇନଥିବା ବେଳେ କୋଟି କୋଟି ଟଙ୍କାର କପଡ଼ା ଜଳି ପାଉଁଶ ହୋଇଯାଇଛି।

ଆହୁରି ପଢ଼ନ୍ତୁ

ମଦ ଢାଳି ଭୂମି ପୂଜନ କଲେ ବିଧାୟକ

ମୁଙ୍ଗେର ଗୁଳିକାଣ୍ଡ ପ୍ରତିବାଦରେ ବ୍ୟାପକ ହିଂସାକାଣ୍ଡ, ତଦନ୍ତ ନିର୍ଦ୍ଦେଶ ଦେଲେ ସିଇସି

ଫ୍ରାନ୍ସରେ ଆତଙ୍କବାଦୀ ଆକ୍ରମଣ

ବିବାଦୀୟ ମାନଚିତ୍ର ନେଇ ସଂସଦୀୟ କମିଟି ପାଖରେ କ୍ଷମା ମାଗିଲା ଟ୍ୱିଟର

ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ

ଜେଇଇ ମେନ୍‌ରେ ଟପ୍ କରିଥିବା ପରୀକ୍ଷାର୍ଥୀ ଗିରଫ

୬୫ ବର୍ଷରେ ବିବାହ କଲେ ବରିଷ୍ଠ ଓକିଲ ହରିଶ ସାଲ୍‌ଭେ

ଲ୍ୟାଣ୍ଡ ମାଇନ୍ସ ବିଛାଉଥିବାବେଳେ ବିସ୍ଫୋରଣ; ୧୨ରୁ ଅଧିକ ସେନା ମୃତ

୬୦ ବର୍ଷୀୟ ବୃଦ୍ଧଙ୍କ ଆଖିରୁ ବାହାରିଲା ୨୦ ଜୀବନ୍ତ କୃମି

ଭୟରେ ପାଦ ଥରୁଥିଲା, ଝାଳରେ ଭିଜି ଯାଇଥିଲେ ପାକ୍‌ ଆର୍ମି ଚିଫ୍, ଶେଷରେ ଅଭିନନ୍ଦନଙ୍କୁ ଛାଡି ଦେଇଥିଲେ

ବେଷ୍ଟ୍‌ କଷ୍ଟ୍ୟୁମ୍ ଡିଜାଇନର୍ ପୁରସ୍କାର ପାଇବେ ଏହି ଦିନ ମଜୁରିଆ

କରୋନା କାଳରେ ପୋଲିସ ଦମନଲୀଳାକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

You might also like