ମହାରାଷ୍ଟ୍ରରେ ପୁଣି ତେଜିଲା ଚାଷୀ ଅାନ୍ଦୋଳନ

ମୁମ୍ବାଇ : ମହାରାଷ୍ଟ୍ରରେ ମୁଣ୍ଡ ଟେକିଛି ଚାଷୀ ଅାନ୍ଦୋଳନ। ଚାଷୀଙ୍କ ପ୍ରତି ସରକାର ବାରମ୍ବାର ଅବହେଳା ପ୍ରଦର୍ଶନ କରୁଥିବା ଅଭିଯୋଗ ଅାଣିଛନ୍ତି ଚାଷୀ ସଂଗଠନ। ନିଜର ପୁରୁଣା ଦାବି ଦୋହରାଇ ରାଲି କରି ମୁମ୍ବାଇରେ ପହଞ୍ଚିଛନ୍ତି ଅାଦିବାସୀ ଓ କୃଷକ।

 

ଦୁଇ ଦିନିଅା ବିରୋଧ ପ୍ରଦର୍ଶନରେ ସାମିଲ ହୋଇଥିବା ଚାଷୀମାନେ ଅାଜି ମୁମ୍ବାଇର ଅାଜାଦ ମଇଦାନରେ ପହଞ୍ଚିବା ପରେ ସରକାରଙ୍କ ବିରୋଧରେ ନାରାବାଜି କରିଛନ୍ତି। କିଷାନ ଓ ଅାଦିବାସୀ ଲୋକ ସଂଘର୍ଷ ସମିତିର ନେତୃତ୍ୱରେ ବିରୋଧ ପ୍ରଦର୍ଶନ କରାଯାଉଛି।   

You might also like