ଦିଲ୍ଲୀରେ ମୋଦି-ମମତାଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ : ସାଧାରଣ ନିର୍ବାଚନ ପରେ ପ୍ରଥମ ଥର ପାଇଁ ଦିଲ୍ଲୀରେ ମୋଦି-ମମତା ଭେଟାଭେଟି।  ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟି ପଶ୍ଚିମବଙ୍ଗର ନାଁ ପରିବର୍ତ୍ତନ ପ୍ରସଙ୍ଗ ଉଠାଇଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଏ ନେଇ ପ୍ରଧାନମନ୍ତ୍ରୀଙ୍କଠାରୁ ସକାରାତ୍ମକ ଉତ୍ତର ମିଳିଥିବା କହିଛନ୍ତି ମମତା।  ଏଥିସହ ବିଭିନ୍ନ ଉନ୍ନୟନମୂଳକ ପ୍ରସଙ୍ଗରେ ମଧ୍ୟ ମୋଦିଙ୍କ ସହ ଆଲୋଚନା ହୋଇଥିବା ସେ କହିଛନ୍ତି।

ମୋଦି ସରକାରଙ୍କ ବିଭିନ୍ନ ନିଷ୍ପତ୍ତିକୁ ସମାଲୋଚନା କରିଆସୁଥିବା ମମତା, ଗତକାଲି ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନରେ ଟ୍ୱିଟ୍ କରି ଶୁଭେଚ୍ଛା ବାର୍ତ୍ତା ଦେଇଥିବାବେଳେ ଆଜି ହଠାତ୍ କୋଲ୍‌କାତା ଏୟାରପୋର୍ଟରେ ମୋଦିଙ୍କ ପତ୍ନୀ ଯଶୋଦାବେନ୍‌ଙ୍କୁ ଭେଟି ଶାଢ଼ୀ ଉପହାର ଦେବା ଏବଂ ତାପରେ ଆଜି ମୋଦିଙ୍କୁ ସାକ୍ଷାତ କେବଳ ସଂଯୋଗ, ନା ୟା ଭିତରେ ଆଉ କିଛି ଅଛି ତାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି।

ଆହୁରି ପଢ଼ନ୍ତୁ

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

କରୋନା ପଜିଟିଭ୍‌ କହି ପତ୍ନୀଙ୍କ ପାଖରୁ ଖସିଗଲେ, ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଧରାପଡ଼ିଲେ

ନୂଆ କୃଷି ବିଲ୍‌‌କୁ କାହିଁକି ଡରୁଛନ୍ତି ଚାଷୀ ?

ଦେଶରେ ଦିନକରେ ୯୬ହଜାର ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

ୱାଶ୍‌ରୁମ୍‌ରୁ ମିଳିଲା ଜଣାଶୁଣା ଫ୍ୟାଶନ୍‌ ଡିଜାଇନର୍‌ଙ୍କ ମୃତଦେହ

ବିରୋଧ ସତ୍ତ୍ୱେ ଲୋକସଭାରେ ପାରିତ ହେଲା କୃଷି ବିଲ

ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନିଜ ଜୀବନକୁ ବାଜିରେ ଲଗାଇ ପାଣି ଭିତରେ ପଶି କୁକୁରର ଜୀବନ ରକ୍ଷା କଲେ ହୋମଗାର୍ଡ

ମନ୍ତ୍ରୀପରିଷଦରୁ ଇସ୍ତଫା ଦେଲେ ହରସିମରତ୍ କୌର୍ ବାଦଲ

ସୀମାରେ ଚୀନ ସେନାର ନୂଆ ଷଡ଼ଯନ୍ତ୍ର

କରୋନା ମୁକାବିଲା ପାଇଁ ଏଇ ସହରରେ ଲାଗୁ ହେଲା ୧୪୪ ଧାରା

ଲଦାଖରେ ୩୦ ମହଲା ଉଚ୍ଚତାରେ ଜଗିଛନ୍ତି ଭାରତୀୟ ଯବାନ, ୯ ଚୀନ୍ ସେନା ପାଇଁ ଜଣେ ଭାରତୀୟ ସେନା ଭାରି ପଡ଼ିବ

You might also like