ଅମୃତସରରୁ ଲଢ଼ିବାକୁ ମନା କଲେ ମନମୋହନ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ପଞ୍ଜାବର ଅମୃତସର ସଂସଦୀୟ କ୍ଷେତ୍ରରେ ପ୍ରାର୍ଥୀ କରିବା ଲାଗି ଦାବି କରିଛନ୍ତି ସ୍ଥାନୀୟ ନେତା। ହେଲେ ସେ ସେଠାରୁ ନିର୍ବାଚନ ଲଢିବା ଲାଗି ଇଚ୍ଛୁକ ନଥିବା ଜଣାପଡ଼ିଛି। ପୂର୍ବରୁ ୨୦୦୯ ମସିହାରେ ଏହି ଆସନରୁ ମନମୋହନଙ୍କୁ ପ୍ରାର୍ଥୀ ହେବା ଲାଗି ଅଫର ଆସିଥିଲା। ସେତେବେଳେ ମଧ୍ୟ ସେ ଏହାକୁ ଗ୍ରହଣ କରିନଥିଲେ।

ମନମୋହନ ସିଂହ ୧୯୯୧ ମସିହାରୁ ଆସାମରୁ ରାଜ୍ୟସଭା ଲାଗି ନିର୍ବାଚିତ ହୋଇଆସୁଛନ୍ତି। ଜୁନ ୧୪ ତାରିଖରେ ତାଙ୍କ ରାଜ୍ୟସଭା ସଦସ୍ୟତା ପଦ ସରୁଛି।

ଆହୁରି ପଢ଼ନ୍ତୁ

‘ବିଶ୍ୱରେ ଭାକସିନ୍ ଚାହିଦା ପୂରଣ କରିବାରେ ଭାରତ ସଫଳ ହେବ’

ନେପାଳରେ ବ୍ୟାନ୍ ହେଲା ଭାରତୀୟ ଘରୋଇ ନ୍ୟୁଜ୍ ଚ୍ୟାନେଲ୍!

ଗ୍ୟାଙ୍ଗଷ୍ଟାର୍ ବିକାଶର ପତ୍ନୀ ଓ ପୁଅ ଗିରଫ

ଲକଡାଉନରେ ବଢ଼ିଛନ୍ତି ଶିଶୁ ଶ୍ରମିକ

ଆସୁଛି ଏହିସବୁ ଦମ୍‌ଦାର ସ୍ମାର୍ଟଫୋନ୍‌: ଫଟୋଗ୍ରାଫି ଲଭର୍‌ଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ

ବିନା ଡିଜେଲ୍ ଓ ଇଲେକ୍ଟ୍ରିରେ ଚାଲିଲା ଟ୍ରେନ୍

ଗ୍ୟାଙ୍ଗଷ୍ଟର ବିକାଶ ଦୁବେର ଗିରଫଦାରିକୁ ନେଇ ଉଠିଲା ପ୍ରଶ୍ନ

ମହିଳାଙ୍କ ମହନୀୟତାର ଭିଡିଓ ଭାଇରାଲ୍: ଛୁଟୁଛି ପ୍ରଶଂସାର ସୁଅ

୩ ବର୍ଷର କନ୍ୟାକୁ ଛାଡ଼ି ପ୍ରେମିକଙ୍କୁ ଦେଖା କରିବା ପାଇଁ ଚାଲିଗଲେ ମହିଳା, ଭୋକ ଉପାସରେ ଆଖି ବୁଜିଲା ଶିଶୁ

ଦୁର୍ଗମ ଅଞ୍ଚଳରେ ଚିଠି ବାଣ୍ଟିବା ପାଇଁ ଦୈନିକ ଚାଲୁଛନ୍ତି ୧୫ କିମି ରାସ୍ତା

ବିଜେପି ନେତା ଓ ପରିବାର ହତ୍ୟା ଘଟଣାରେ ପୁଲିସ୍‌ ହାତରେ ଲାଗିଲା ବଡ଼ ପ୍ରମାଣ

କରୋନା ସନ୍ଦେହରେ ଯୁବତୀଙ୍କୁ ଚଳନ୍ତା ବସ୍‌ରୁ ଠେଲିଦେଲେ

You might also like