ଛୁଟି ସାରି ଡ୍ୟୁଟିକୁ ଫେରୁ ଥିବାବେଳେ ASIଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି/ବିଜାପୁର: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ମାଓବାଦୀମାନେ ଜଣେ ପୋଲିସ୍‌ ASIଙ୍କୁ ଗୁଳି କରି ହତ୍ୟା କରିଛନ୍ତି।

ଗତକାଲି ମାଓବାଦୀମାନେ ଛତିଶଗଡ଼ର ପୋଲିସ୍‌ ASI ନଗେୟା କର୍ସାଙ୍କୁ ଅପହରଣ କରି ନେଇଥିଲେ। ନଗେୟା କର୍ସା ଘରକୁ ଛୁଟିରେ ଯାଇଥିଲେ। ଗତକାଲି ଡ୍ୟୁଟିରେ ଯୋଗଦେବା ପାଇଁ ସେ କୁଟୁର ଥାନା ଫେରୁଥିଲେ। ଏହି ସମୟରେ ମାଓବାଦୀମାନେ ତାଙ୍କୁ ଅପହରଣ କରି ନେଇଥିଲେ।

ଆଜି ବିଜାପୁର ଜିଲ୍ଲାର ତେନ୍ତୁଲନା ଗାଁ ନିକଟ ରାସ୍ତାରେ ମାଓବାଦୀମାନେ ASIଙ୍କୁ ଗୁଳିକରି ହତ୍ୟା କରି ଛାଡ଼ି ଚାଲି ଯାଇଛନ୍ତି।

ଆହୁରି ପଢ଼ନ୍ତୁ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like