ସହିଦ ବାପାଙ୍କ ଶେଷ ଦର୍ଶନ ପାଇଁ ଚାହିଁ ବସିଛି ୭ ମାସର ପୁଅ

ନୂଆଦିଲ୍ଲୀ: ଦେଶକୁ ସୁରକ୍ଷା ଯୋଗାଉ ଯୋଗାଉ ଟଳି ପଡ଼ିଥିଲେ ଯବାନ ଭୂପିନ୍ଦର ଚୌହାନ । ସହୀଦ ଭୂପିନ୍ଦରଙ୍କ ମରଶରୀର ତାଙ୍କ ଜନ୍ମମାଟିରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ରାଜକୀୟ ସମ୍ମାନର ସହ ତାଙ୍କର ଅନ୍ତମ ସଂସ୍କାର କରାଯିବ ।


ଅନ୍ତିମ ଯାତ୍ରାରେ ହଜାର ହଜାର ଲୋକ ପହଞ୍ଚୁଛନ୍ତି । ପ୍ରଶାସନିକ ଅଧିକାରୀଙ୍କ ସହିତ ଯବାନ ଏବଂ ଲୋକ ପ୍ରତିନିଧି ମଧ୍ୟ ପହଞ୍ଚିଛନ୍ତି । ସୂଚନାଥାଉ କି, ଚରଖି ଦାଦରୀ ଜିଲ୍ଲାର ବାସ୍‌ ଗ୍ରାମର ୨୪ ବର୍ଷୀୟ ଭୂପେନ୍ଦ୍ର ଚୌହାନ ଶନିବାର ଶ୍ରୀନଗର ବାରମୁଳା ଏଲଓସି ନିକଟରେ ପାକିସ୍ତାନ ପକ୍ଷରୁ ହୋଇଥିବା ଗୁଳିମାଡରେ ସହିଦ ହୋଇଥିଲେ ।


ଆର୍ମି ଏବଂ ଏୟାରଫୋର୍ସ ଦ୍‌:ାରା ତାଙ୍କର ମରଶରୀରକୁ ଆର୍ମି ଡାକ୍ତରଖାନା ନିଆଯାଇଥିଲା । ସେଠାରୁ ଦିଲ୍ଲୀର ବାର ମେମୋରିଆଲରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବା ପରେ ବୁଧବାର ତାଙ୍କର ଗାଁ ବାସ‌୍ ନିଆଯାଇଥିଲା ।
ଉରଶରୀର ଗ୍ରାମରେ ସହିଦଙ୍କ ୭ ମାସର ପୁଅ ଏବଂ ପତ୍ନୀ ରେଖା ଭୂପିନ୍ଦରଙ୍କ ମରଶରୀରକୁ ଅପେକ୍ଷା କରିଛନ୍ତି । ବୃଦ୍ଧ ବାପା-ମା’ ମଧ୍ୟ ପୁଅର ଶେଷ ଦର୍ଶନ ପାଇଁ ଅପେକ୍ଷା କରିଛନ୍ତି । ସାରା ଗାଁ ଶୋକରେ ବୁଡ଼ି ଯାଇଛି ।

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like