ପରିବାରବାଦ ରାଜନୀତିର ଆଉ ଫର୍ଦ୍ଦେ ଯୋଡିଲେ ମାୟାବତୀ

ଲକ୍ଷ୍ନୌ: ଦଳିତଙ୍କ ଅଧିକାରକୁ ନେଇ ରାଜନୀତି କରୁଥିବା ବିଏସ୍‌ପି ମୁଖ୍ୟ ମାୟାବତୀ ଆଜି ତାଙ୍କ ଭାଇ ଏବଂ ପୁତୁରାଙ୍କୁ ଦଳରେ ବଡ଼ ଦାୟିତ୍ୱ ସମର୍ପିଛନ୍ତି। ସେ ତାଙ୍କ ଭାଇ ଆନନ୍ଦ କୁମାରଙ୍କୁ ଦଳର ରାଷ୍ଟ୍ରୀୟ ଉପସଭାପତି ଦାୟିତ୍ୱ ଦେଇଛନ୍ତି। ଅନ୍ୟପକ୍ଷରେ ପୁତୁରା ଆକାଶ ଆନନ୍ଦଙ୍କୁ ଜାତୀୟ ସଂଯୋଜକ ପଦ ଦେଇଛନ୍ତି।

ତା’ ଛଡ଼ା ସେ ଅନ୍ୟ କିଛି ଦଳୀୟ ପଦବୀରେ ପରିବର୍ତ୍ତନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅମ୍ରୋହା ସାଂସଦ ଦାନିଶ ଅଲ୍ଲୀଙ୍କୁ ଲୋକସଭାରେ ଦଳର ନେତା ଏବଂ ନାଗିନା ଏମ୍‌ପି ଗିରିଶ ଚନ୍ଦ୍ରଙ୍କୁ ଦଳର ମୁଖ୍ୟ ସଚେତକ ନିଯୁକ୍ତି ଦିଆଯାଇଛି।

ଆଜି ଦଳର ବହୁ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏକ ବୈଠକରେ ସେ ଏହି ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ

‘ଚାଇନା କମ୍ପାନୀ ଦ୍ୱାରା ଭାରତକୁ ଫାଇଦା’

ସମୁଦ୍ର କୂଳରେ ଏମିତି ଲୁକ୍‌ରେ ମନ୍ଦିରା, ଭାଇରାଲ ହେଲା ଫଟୋ

ଭାରତର ଲଗାତାର ୫ମ ବିଜୟ, ୱେଷ୍ଟଇଣ୍ଡିଜ୍ ଧରାଶାୟୀ

‘ଫୋନି’ ଖୋଲିଦେଲା ଜାଲ୍‌ ରାସନକାର୍ଡ ଗୁମର: ଚାଉଳ ନେଲେ ଟଙ୍କା ପାଇଁ ଆସିଲେନି

ପୋଲାଭରମ୍‌ ପ୍ରକଳ୍ପ ଆଗେଇନେବା ପାଇଁ ଆନ୍ଧ୍ରକୁ ଅନୁମତି

ଦାୟିତ୍ୱହୀନତା: ଉଦ୍ଧାର ହେଲେ ୨ ଶିଶୁପୁତ୍ର, ଜଣେ କାର୍ ଭିତରୁ, ଜଣେ ବନ୍ଦ ଘରୁ

ତିନି ରାଜ୍ୟସଭା ପ୍ରାର୍ଥୀ କୋଟିପତି, ଅମରଙ୍କ ନାଁରେ ରହିଛି ଏମିତି ଅଭିଯୋଗ

ମୋଟ୍ ବ୍ୟୟ ପରିମାଣ ୧ ଲକ୍ଷ ୩୯ ହଜାର କୋଟି  ଛୁଇଁବା ସମ୍ଭାବନା

ରାଜଧାନୀରୁ କାର ଲୁଟ୍ ଘଟଣାର ପର୍ଦ୍ଦାଫାସ

୪ ନର୍ସଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଇଲା ସ୍ୱାସ୍ଥ୍ୟ ବିଭାଗ

ପାଠ୍ୟ ପୁସ୍ତକରେ ଏଣିକି ରହିବ କ୍ୟୁଆର କୋର୍ଡ

ବହୁ ଚର୍ଚ୍ଚିତ ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲା, ୫ ଦୋଷୀଙ୍କୁ ଆଜୀବନ ଜେଲ୍‌

You might also like