ଏମ୍‌ଡିଏଚ୍‌ ସମ୍ବର ମସଲାରେ ବ୍ୟାକ୍ଟେରିଆ ଚିହ୍ନଟ କଲା ଆମେରିକା

ନୂଆଦିଲ୍ଲୀ: ଆମେରିକାର ଖାଦ୍ୟ ନିରାପତ୍ତା ତଦନ୍ତକାରୀ ସଂସ୍ଥା ଫୁଡ୍‌ ଆଣ୍ଡ ଡ୍ରଗ୍‌ ଆଡ୍‌ମିନ୍‌ଷ୍ଟ୍ରେସନ୍‌ ଏମ୍‌ଡିଏଚ୍‌ର ସମ୍ବର ମସଲାରେ ସାଲମୋନେଲା ବ୍ୟାକ୍ଟେରିଆ ଠାବ କରିଛି। ଲଗାତାର ୩ଟି ବ୍ୟାଚ୍‌ର ଏମ୍‌ଡିଏଚ୍‌ ମସଲାରେ ଏହା ଠାବ କରାଯାଇଥିବା ଏହି ସଂସ୍ଥା ପକ୍ଷରୁ କୁହାଯାଇଛି।

ଏହି ବ୍ୟାକ୍ଟେରିଆ ସାଧାରଣତଃ ପଶୁ ଏବଂ ମଣିଷଙ୍କ ଶରୀର ଭିତରେରେ ଥାଏ। ସାଲମୋନେଲା ଇନ୍‌ଫେକ୍ସନ୍‌କୁ ସାଲମୋନେଲୋସିସ୍‌ କୁହାଯାଏ। ଏହା ଆନ୍ତ୍ରିକ ସଂକ୍ରମଣର କାରଣ ପାଲଟେ। ଏହି କାରଣରୁ ହଇଜା ଏବଂ ବାନ୍ତି ପରି ସମସ୍ୟା ଦେଖାଯାଇଥାଏ। ଏକ ଗବେଷଣାରୁ ଜଣାପଡ଼ିଛି, ସାଲମୋନେଲା କାରଣୁରୁ ବର୍ଷକୁ ୧.୨ ମିଲିଅନ୍‌ ଲୋକ ଅସୁସ୍ଥ ହୁଅନ୍ତି, ୨୩,୦୦୦ ଲୋକ ହସ୍ପିଟାଲରେ ଭର୍ତ୍ତି ହୁଅନ୍ତି ଏବଂ ୪୫୦ ଜଣଙ୍କର ମୃତ୍ୟୁ ହୁଏ।

ମିଲିଥିବା ସୂଚନା ଅନୁଯାୟୀ, ଏଫ୍‌ଡିଏ ପକ୍ଷରୁ କୁହାଯାଇଛି ଗ୍ରାହକମାନେ ଯେଉଁ ସ୍ଥାନରୁ ଏହି ମସଲା କିଣିଛନ୍ତି ତାହା ଫେରାଇଦେଇ ପାରିବେ। ଏହାବଦଳରେ ପୂରା ଅର୍ଥ ଫେରିପାଇବେ।

ଆହୁରି ପଢ଼ନ୍ତୁ

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

ହର୍ଡ ଇମ୍ୟୁନିଟିଠୁ ବହୁ ଦୂରରେ ଭାରତ: ହର୍ଷବର୍ଦ୍ଧନ

NCB ରାଡାର୍‌ରେ ବଲିଉଡର୍ ୨୦ରୁ ଅଧିକ ଆଗଧାଡ଼ିର କଳାକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ପତ୍ନୀଙ୍କୁ ନିର୍ଦ୍ଦୟ ଭାବେ ପିଟିଲେ ପୋଲିସ ଡିଜି, ଭିଡିଓ ଭାଇରାଲ

EPFO Recruitment 2020: ଖାଲି ପଡ଼ିଥିବା ଏହି ପଦବୀ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ବଡ ଧରଣର ବିସ୍ଫୋରଣରୁ ଯବାନଙ୍କ ଜୀବନ ବଞ୍ଚାଇଲା ‘ସୋଫିଆ’

ଆକାଶରେ ଉଡୁଥିବାବେଳେ ହଠାତ୍‌ ବିମାନର ଇଞ୍ଜିନ୍‌ ବନ୍ଦ ହୋଇଗଲା; ରତନ ଟାଟା ବଞ୍ଚାଇଲେ ସମସ୍ତଙ୍କ ଜୀବନ

କୃଷି ବିଲକୁ ବିରୋଧ ଜାରି, ଇଣ୍ଡିଆ ଗେଟ୍ ସମ୍ମୁଖରେ ଟ୍ରାକ୍ଟର ପୋଡ଼ିଦେଲେ ଆନ୍ଦୋଳନକାରୀ

କୃଷି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

You might also like