ଭାରତରେ ବ୍ୟାନ୍ ହେଲା ‘ପବ୍‌-ଜୀ’

ନୂଆଦିଲ୍ଲୀ: ଚୀନ୍ ବିରୋଧରେ ଭାରତ ସରକାର ପୁଣିଥରେ ଡିଜିଟାଲ୍ ଷ୍ଟ୍ରାଇକ୍ କରିଛନ୍ତି। ଭାରତର ସରକାର ତୃତୀୟଥର ଲାଗି ଚାଇନିଜ ଆପ୍ ଉପରେ ବ୍ୟାନ୍ ଲଗାଇଛନ୍ତି। ଲୋକପ୍ରିୟ ଗେମ୍ ‘ପବ୍‌ଜୀ’ ସମେତ ମୋଟ ୧୧୮ଟି ଚାଇନିଜ୍ ଆପକୁ ଭାରତ ସରକାର ବ୍ୟାନ୍ କରିବାକୁ ଘୋଷଣା କରିଛନ୍ତି। ଏହାକୁ ମିଶାଇ ମୋଟ ୨୨୪ଟି ଚାଇନିଜ୍ ଆପ୍ ବ୍ୟାନ୍ କରିଛି ଭାରତ। ଆପ୍ସକୁ ବ୍ୟାନ୍ କରିବାର ନିଷ୍ପତ୍ତି ଟେଲିକମ୍ ମନ୍ତ୍ରାଳୟ ପକ୍ଷରୁ ନିଆଯାଇଛି। ଯେଉଁ ଆପ୍ସ ବ୍ୟାନ୍ କରାଯାଇଛି, ତା’ର ତାଲିକା ଜାରି କରାଯାଇଛି।

ଏହା ପୂର୍ବରୁ ଟିକଟକ୍ ସମେତ ଆଉ ୫୯ଟି ଚାଇନିଜ୍ ଆପ୍ସକୁ ମଧ୍ୟ କେନ୍ଦ୍ର ସରକାର ବ୍ୟାନ୍ କରିଥିଲେ। ଚାଇନିଜ୍ ଆପ୍ସ ଟିକଟକ୍‌ର ସର୍ବାଧିକ ୟୁଜର ଭାରତରେ ଥିଲେ। ଏହା ପରେ ଜୁଲାଇ ୨୭ ତାରିଖରେ ଭାରତ ସରକାର ଚୀନର ଆଉ ୪୭ଟି ଆପ୍ସକୁ ବ୍ୟାନ୍ କରିଥିଲେ। ସେତେବେଳେ କେନ୍ଦ୍ର ସରକାର ଲୋକପ୍ରିୟ ଗେମିଂ ଆପ୍ସ ପବ୍‌-ଜୀ ସମେତ ଆଉ କିଛି ଆପ୍ସକୁ ବ୍ୟାନ୍ କରିବାକୁ ଲକ୍ଷ୍ୟ ରଖିଥିଲେ।

ସୂଚନାଯୋଗ୍ୟ, ଭାରତ ଓ ଚୀନ୍ ମଧ୍ୟରେ ଦୀର୍ଘଦିନ ଧରି ସୀମା ବିବାଦ ଚାଲିଛି। ଜୁନ୍ ମାସରେ ଗଲୱାନ ଘାଟିରେ ଉଭୟ ଦେଶର ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ମଧ୍ୟ ହୋଇଥିଲା। ଏହା ପରେ ଭାରତ ସରକାର ଚୀନକୁ ନେଇ କିଛି ବଡ଼ ଆକ୍ସନ ନେଇଥିଲା।

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like