ମହଙ୍ଗା ହେବ ମୋବାଇଲ୍‌ ଫୋନ୍‌ !

ନୂଆଦିଲ୍ଲୀ: ମହଙ୍ଗା ହୋଇପାରେ ମୋବାଇଲ୍‌ ଫୋନ୍‌ ଦାମ୍‌। ଡିସ୍‌ପ୍ଲେ ଓ ଟଚ୍ ପ୍ୟାନେଲ୍ ଉପରେ ୧୦% ଆମଦାନୀ ଶୁଳ୍କ ଲାଗୁ କରିଛନ୍ତି କେନ୍ଦ୍ର ସରକାର। India Cellular and Electronics Association (ICEA) ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଏହାବାଦ୍ ୧% ଅତିରିକ୍ତ ସେସ୍ ବି ଲାଗୁ ହୋଇଛି।

ଆତ୍ମନିର୍ଭର ଭାରତ ଅଭିଯାନକୁ ପ୍ରୋତ୍ସାହିତ କରିବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ତେଣୁ ଫିଚର୍ ଫୋନ୍ ଓ ସ୍ମାର୍ଟଫୋନ୍‌ ଗୁଡ଼ିକର ଦାମ ୩% ଯାଏ ବଢ଼ିପାରେ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

୧୦ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ଫାଶୀ

ଗ୍ରୀସ୍ ଓ ତୁର୍କୀରେ ଭୟଙ୍କର ଭୂମିକମ୍ପ, ମାଡ଼ିଆସିଲା ସୁନାମି !

ଅଭିନନ୍ଦନଙ୍କୁ ଛାଡ଼ିବା ପାଇଁ କୌଣସି ଚାପ ପଡ଼ି ନ ଥିଲା-ସଫେଇ ଦେଲେ ଇମ୍ରାନ

ଆରୋଗ୍ୟ ସେତୁ ଆପ୍ସର ତଥ୍ୟ ଖିଲାପ କରିଥିବା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବାପାଙ୍କୁ ହତ୍ୟା କରିବା ପରେ କ୍ରାଇମ୍‌ ଶୋ’ରୁ ଆଇଡିଆ ନେଇ ପ୍ରମାଣ ନଷ୍ଟ କଲା ପୁଅ

ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ବର୍ଷିଲେ ପ୍ରଧାନମନ୍ତ୍ରୀ

ସେକ୍ସ ଗୁରୁଙ୍କୁ ମିଳିଲା ସଜା, ଜେଲରେ ରହିବେ ୧୨୦ ବର୍ଷ

ଦିୱାଲିରେ ଏହିସବୁ ସ୍ମାର୍ଟଫୋନ୍‌ ଉପରେ ମିଳୁଛି ବମ୍ପର ଅଫର୍‌

କରୋନା ଆକ୍ରାନ୍ତଙ୍କ ଚିକିତ୍ସାରେ ସହାୟକ ହେବ ବିସିଜି ଟିକା

ବିବାହ ଉତ୍ସବରେ ଯୋଗଦେଇ ଫେରୁ ଥିବାବେଳେ ଓଲଟିଲା ଭ୍ୟାନ୍‌; ୬ ମୃତ

ମଦ ଢାଳି ଭୂମି ପୂଜନ କଲେ ବିଧାୟକ

ମୁଙ୍ଗେର ଗୁଳିକାଣ୍ଡ ପ୍ରତିବାଦରେ ବ୍ୟାପକ ହିଂସାକାଣ୍ଡ, ତଦନ୍ତ ନିର୍ଦ୍ଦେଶ ଦେଲେ ସିଇସି

You might also like