ପୁଣି ଥରେ ଆତଙ୍କବାଦୀଙ୍କୁ ଟାର୍ଗେଟ କଲେ ମୋଦି

ତାମିଲନାଡ଼ୁର କନ୍ୟାକୁମାରୀରେ ପ୍ରଧାନମନ୍ତ୍ରୀ ମୋଦି

କନ୍ୟାକୁମାରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡ଼ୁର କନ୍ୟାକୁମାରୀରେ ରେଳ, ସଡ଼କପଥର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। କେରଳର ଥିରୁବନନ୍ତପୁରମରୁ ହେଲିକପ୍ଟରରେ ଯାଇ କନ୍ୟାକୁମାରୀରେ ପହଞ୍ଚିଥିଲେ ମୋଦି । ସେଠାରେ ତାଙ୍କୁ ମୁଖ୍ୟମନ୍ତ୍ରୀ ଇ. ପାଲାନିସାମି ସ୍ୱାଗତ କରିଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମଦୁରାଇ-ଚେନ୍ନାଇ ମଧ୍ୟରେ ତେଜାସ ଏକ୍ସପ୍ରେସ ଟ୍ରେନର ଲୋକାର୍ପଣ କରିଥିଲେ। ଏହାସହ ରାମେଶ୍ୱରମ ଓ ଧନୁସକୋଡ଼ି ମଧ୍ୟରେ ରେଳପଥର ଶିଳାନ୍ୟାସ କରିଛନ୍ତି ।ସାଧାରଣ ସଭାକୁ ସମ୍ବୋଧନ କରି ମୋଦି ବିରୋଧୀଙ୍କ ଉପରେ ବର୍ଷିଛନ୍ତି।

ଆତଙ୍କବାଦ ବିରୋଧରେ ଭାରତର ଲଢ଼େଇକୁ ସାରା ବିଶ୍ୱ ସମର୍ଥନ କରୁଥିବାବେଳେ, ମୋଦି ବିରୋଧି ଆମର ଏହି ପଦକ୍ଷେପକୁ ସନ୍ଦେହ କରୁଛନ୍ତି। ତେବେ ଗତ କିଛିଦିନର କାର୍ଯ୍ୟକ୍ରମ ଆମ ସେନାର ପରାକାଷ୍ଠାର ପରିଚୟ ଦେଇଛି ବୋଲି ମୋଦି କହିଛନ୍ତି । ଆତଙ୍କବାଦ ବିରୋଧରେ ଲଢ଼େଇରେ ଭାରତ ଆଉ ଦୁର୍ବଳ ନୁହେଁ ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଅନ୍ତିମ ଯାତ୍ରାରେ ବାହାରିଲା INS ବିରାଟ

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ଲକ୍‌‌ଡାଉନ ସମୟରେ ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍‌‌ରେ ୯୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି

ସାମ୍ବାଦିକଙ୍କ ସମେତ ଚୀନ ଓ ନେପାଳ ନାଗିରକ ଗିରଫ; ଚୀନ ଗୁଇନ୍ଦା ସଂସ୍ଥାକୁ ଦେଉଥିଲେ ଗୁପ୍ତ ଖବର

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

You might also like