କେରଳରେ ପାକିସ୍ତାନ ପତାକା ଉଡ଼ାଇଲେ କଲେଜ ଛାତ୍ର !

ନୂଆଦିଲ୍ଲୀ: କେରଳର ଏକ କଲେଜର ୩୦ ଜଣ ଛାତ୍ର ପାକିସ୍ତାନର ଜାତୀୟ ପତାକା ଉଡ଼ାଇଥିବା ଅଭିଯୋଗ ହୋଇଛି। ଏହି ଛାତ୍ରମାନେ ମୁସଲିମ୍ ଛାତ୍ର ଫ୍ରଣ୍ଟର। ତାଙ୍କ ବିରୋଧରେ କୋଝିକୋଡ ଜିଲ୍ଲାର ପେରାମ୍ୱରା ପୁଲିସ ମାମଲା ରୁଜୁ କରିଛି।

പാക്കിസ്ഥാൻ കൊടിയുമായി പേരാമ്പ്ര സിൽവർ കോളേജിൽ MSF

ശ്രീരാംനഗർ കുണ്ടായി ആനപ്പാറ यांनी वर पोस्ट केले शुक्रवार, ३० ऑगस्ट, २०१९

ଗତ ଗୁରୁବାର କଲେଜରେ ଛାତ୍ର ନିର୍ବାଚନ ପାଇଁ ପ୍ରଚାର ଚାଲିଥିବା ବେଳେ ପେରାମ୍ୱରା ସିଲଭର କଲେଜରେ ଏହି ଛାତ୍ରମାନେ ପାକିସ୍ତାନୀ ପତାକା ଉଡ଼ାଉଥିଲେ ବୋଲି ଅଭିଯୋଗ ହୋଇଛି। ଏହାପରେ ପୁଲିସ ୩୦ ଛାତ୍ରଙ୍କ ବିରୋଧରେ ଧାରା ୧୪୩, ୧୪୭, ୧୫୩ ଅନୁଯାୟୀ ମାମଲା ରୁଜୁ କରିଥିଲା। ଏବେ ସେହି ଛାତ୍ରଙ୍କ ଚିହ୍ନଟ ହେବା ପରେ ପୁଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ସୋମବାର ସୁଦ୍ଧା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୁଲିସ୍ ଆଶ୍ୱାସନା ଦେଇଛି। ତେବେ ତାହା ପାକିସ୍ତାନ ପତାକା କି ନା ତା ସ୍ପଷ୍ଟ ହୋଇନାହିଁ।

ଆହୁରି ପଢ଼ନ୍ତୁ

ସିଏଏକୁ ନେଇ ମୋହନ ଭାଗବତଙ୍କ ମନ୍ତବ୍ୟରେ କଡ଼ା ପ୍ରତିକ୍ରିୟା ରଖିଲେ ଅସଦୁଦ୍ଦିନ ଓୱେସୀ

ବାଃ କୋଭିଡ୍‌ ଯୋଦ୍ଧା, ଅସୁସ୍ଥ କରୋନା ରୋଗୀଙ୍କୁ ଅଧକିଲୋମିଟର ପିଠିରେ ବୋହି ଆମ୍ବୁଲାନ୍ସରେ ବସାଇଲେ

ହାଥରସ୍ ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ତଦନ୍ତକାରୀ ଅଧିକାରୀ ପତ୍ନୀଙ୍କ ଆତ୍ମହତ୍ୟା

ବିହାର ଲୋକେ ନୀତୀଶଙ୍କ ଉପରେ କେବଳ ରାଗୁ ନାହାନ୍ତି, ତାଙ୍କୁ ଘୃଣା ବି କରୁଛନ୍ତି; ତେଜସ୍ୱୀ ଯାଦବ

ରେଳବାଇର କୋଭିଡ୍‌ କେୟାର କୋଚ୍‌ରେ ମହାରାଷ୍ଟ୍ରର ଜଣେ ବି ରୋଗୀ ଆଡ୍‌ମିଶନ ହୋଇ ନାହାନ୍ତି

ଏପଟେ ପୂଜା ସେପଟେ ପତ୍ନୀଙ୍କୁ ହତ୍ୟା ! ପୂଜା ଘର ଭିତରୁ ମିଳିଲା ମୃତଦେହ

ଜେଡିଆର୍‌ ପାର୍ଟି ନେତାଙ୍କୁ ଗୁଳି କରି ହତ୍ୟା ଘଟଣାରେ ବଡ଼ ଖୁଲାସା

‘ଭାରତର କଡ଼ା ଜବାବରେ ଭୟଭୀତ ଚାଇନା’

ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜନାଥ ସିଂ

ମନ କି ବାତ୍‌: ଯବାନଙ୍କ ପାଇଁ ଦୀପ ଜାଳିବାକୁ କହିଲେ ପ୍ରଧାନମନ୍ତ୍ରୀ

ପରଲୋକରେ ସାମ୍‌ସଙ୍ଗ୍‌ ଇଲେକ୍ଟ୍ରୋନିକ୍ସ ଚେୟାରମ୍ୟାନ୍

ପଞ୍ଜାବ ଦୁଷ୍କର୍ମ ଘଟଣାରେ ବିଜେପିକୁ ରାହୁଲଙ୍କ ଜବାବ

You might also like