MSMEରେ ସାମିଲ ହୋଇପାରନ୍ତି ଖୁଚୁରା ବ୍ୟବସାୟୀ ଓ କୋଠାବାଡ଼ି ନିର୍ମାଣ ପେସାଦାର

 

ନୂଆଦିଲ୍ଲୀ: ଏମ୍ଏସ୍ଏମ୍ଇରେ ସାମିଲ ହୋଇପାରନ୍ତି ଖୁଚୁରା ବ୍ୟବସାୟୀ ଓ କୋଠାବାଡ଼ି ନିର୍ମାଣ ପେସାଦାର। ସେମାନଙ୍କୁ ଏମ୍ଏସ୍ଏମ୍ଇ ଭାବେ ପଞ୍ଜୀକରଣ ପ୍ରସ୍ତାବ ଉପରେ ଅନୁଧ୍ୟାନ କରାଯିବ ବୋଲି କହିଛନ୍ତି କେନ୍ଦ୍ର ଲଘୁ, କ୍ଷୁଦ୍ରୁ ଓ ଏମ୍ଏସ୍ଏମ୍ଇ ମନ୍ତ୍ରୀ ନୀତିନ ଗଡ଼କରୀ।

ଭାରତୀୟ ଖୁଚୁରା ବିକ୍ରେତା ସଂଘ ଏବଂ କାର୍ଯ୍ୟରତ ଯନ୍ତ୍ରୀ, ଆର୍କିଟେକ୍‌ଚର୍ ଓ ଟାଉନ ପ୍ଲାନର ସଂଘ ସହ ଆଲୋଚନା ବେଳେ ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ। ଆମଦାନୀର ବିକଳ୍ପ ଖୋଜିବା ଏବଂ ଜନସଂଖ୍ୟା ବହୁଳ ସହରରେ ଗହଳି ଏଡ଼ାଇବା ଦିଗରେ କାର୍ଯ୍ୟ କରିବା ଲାଗି ସେ ଉଭୟ ସଂଘକୁ ଆହ୍ୱାନ ଦେଇଛନ୍ତି।

ଏଥିସହ ଖୁଚୁରା ବ୍ୟବସାୟୀମାନଙ୍କୁ ହୋମ୍ ଡେଲିଭରି ଓ ସାମାଜିକ ଦୂରତାର ବିକଳ୍ପ ଅନୁସନ୍ଧାନ କରିବା ଉପରେ ମଧ୍ୟ ଗୁରୁତ୍ୱାରୋପ କରିଥିଲେ ମନ୍ତ୍ରୀ।

ଆହୁରି ପଢ଼ନ୍ତୁ

COVID-19କୁ ନେଇ ବଢିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି କରୋନା ଭାଇରସ୍‌୍‌

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

ଡ୍ରଗ୍ସ ଲିଙ୍କ୍ ମାମଲାରେ ଆଉଜଣେ ପେଡଲର୍ ଗିରଫ

ଏଣିକି କୁକୁରଙ୍କ ପାଇଁ ବ୍ଲଡ୍ ବ୍ୟାଙ୍କ୍

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

କରୋନା ପଜିଟିଭ୍‌ କହି ପତ୍ନୀଙ୍କ ପାଖରୁ ଖସିଗଲେ, ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଧରାପଡ଼ିଲେ

ନୂଆ କୃଷି ବିଲ୍‌‌କୁ କାହିଁକି ଡରୁଛନ୍ତି ଚାଷୀ ?

You might also like