ପ୍ରବଳ ବର୍ଷାରେ ମୁମ୍ବାଇ ଜଳବନ୍ଦୀ

ମୁମ୍ୱାଇ: ପ୍ରବଳ ବର୍ଷାରେ ବେହାଲ ମହାରାଷ୍ଟ୍ର, ଉବୁଟୁବୁ ମାୟାନଗରୀ। ମୁମ୍ବାଇ ଲଗାଣ ବର୍ଷା ଯୋଗୁଁ ମୁମ୍ବାଇର ଅନେକ ଅଞ୍ଚଳରେ ଅଣ୍ଟେ ଉଚ୍ଚର ପାଣି ଜମି ରହିଛି। ଆଜି ପ୍ରାୟ ୬୦ରୁ ୭୦ କିଲୋମିଟର ବେଗରେ ପବନ ବୋହିଥିଲା। ଫଳରେ ବହୁ ସ୍ଥାନରେ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଛି। ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଅବସ୍ଥାରେ ଲୋକେ ଓ ଯାତ୍ରୀ ଫସି ରହିଥିବା ମଧ୍ୟ ଦେଖିବାକୁ  ମିଳିଥିଲା।

ଚର୍ଚଗେଟ୍, ଓ୍ବର୍ଲି, ଚୌପାଟୀ, ହିନ୍ଦମାତା, ମଦନପୁରା ଆଦି ଅଞ୍ଚଳ ବେଶୀ ପ୍ରଭାବିତ ହୋଇଛି। ଥାନେ ଓ ପାଲଘର ଅଞ୍ଚଳରେ ବି ପ୍ରବଳ ବର୍ଷା ଯୋଗୁଁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।

ଟ୍ରେନ୍ ଓ ବସ୍ ଗୁରୁତର ପ୍ରଭାବିତ ହୋଇଛି। ୧୨ ଘଣ୍ଟାରେ ମହାରାଷ୍ଟ୍ରରେ ୧୫୦ ମିଲିମିଟିର ବର୍ଷା ରେକର୍ଡ କରାଯାଇଛି ରେସ୍କ୍ୟୁ ଓ ରିଲିଫ୍ ଅପରେସନ ପାଇଁ ରାଜ୍ୟରେ ୧୫ଟି NDRF ଟିମ୍ ମୁତୟନ କରାଯାଇଛି।

ଆହୁରି ପଢ଼ନ୍ତୁ

ରାଜ୍ୟସଭାରେ ପାରିତ ହେଲା କୃଷି ବିଲ୍

ଫିଲ୍ମ ‘ABCD’ ଫେମ୍‌ ଆକ୍ଟର କିଶୋର ଅମନ୍ ଗିରଫ, ଡଗ୍ସ ଜବତ

ଧାର୍ଯ୍ୟ ସମୟ ଆଗରୁ ଶେଷ ହୋଇପାରେ ମୌସୁମୀ ଅଧିବେଶନ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଅନ୍ତିମ ଯାତ୍ରାରେ ବାହାରିଲା INS ବିରାଟ

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ଲକ୍‌‌ଡାଉନ ସମୟରେ ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍‌‌ରେ ୯୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି

ସାମ୍ବାଦିକଙ୍କ ସମେତ ଚୀନ ଓ ନେପାଳ ନାଗିରକ ଗିରଫ; ଚୀନ ଗୁଇନ୍ଦା ସଂସ୍ଥାକୁ ଦେଉଥିଲେ ଗୁପ୍ତ ଖବର

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

You might also like