ବିବାହ ଦିନରେ ବିଦ୍ରୋହୀ ନେତାଙ୍କ ପୁଅ ଧରିଲେ ଗନ୍

ଦିମାପୁର : ଫୁଲ ନୁହେଁ ବର-କନ୍ୟା ହାତରେ ବନ୍ଧୁକ। ତାହା ପୁଣି ଅତ୍ୟାଧୁନିକ AK -56  ଏବଂ M16 ଭଳି ଅଟୋମେଟେଡ ବନ୍ଧୁକ । ନାଗାଲାଣ୍ଡର ବିଦ୍ରୋହୀ ନେତା କିଲୋ କିଲୋନସେରଙ୍କ ପୁଅ ବୋହୋତୋ କିବାଙ୍କ ବିବାହ ଉତ୍ସବ ପରେ ସୋଶାଲ ମିଡିଆରେ ପୋଷ୍ଟ ହୋଇଥିବା ଏହି ଫଟୋକୁ ନେଇ ଏବେ ସୋଶାଲ ମିଡିଆରେ ଚର୍ଚ୍ଚା ସହ ସମାଲୋଚନା ହେଉଛି।

ଗତ ଶନିବାର ଦିମାପୁରରେ ଏହି ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଆଉ ଏହା ପରେ ମାରଣାସ୍ତ୍ର ସହ ବର କନ୍ୟା ଫଟୋ ଉଠାଇ ସୋଶାଲ ମିଡିଆରେ ଛାଡ଼ିଥିଲେ।

ଆହୁରି ପଢ଼ନ୍ତୁ

କେରଳ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଲେ ଏହି ଗୋଲ୍ଡ ମେଡାଲିଷ୍ଟ ପାଇଲଟ

ଏୟାର ଇଣ୍ଡିଆ ଫ୍ଲାଇଟ୍ କ୍ରାସ ଲ୍ୟାଣ୍ଡିଂ; ଦୁଇ ପାଇଲଟଙ୍କ ସମେତ ୧୫ ମୃତ

ବିଶ୍ୱ ପାଇଁ ସତର୍କ ଘଣ୍ଟି; ଚୀନ୍‌ରେ ମାତୁଛି ଆଉ ଏକ ଭୟଙ୍କର ଭୂତାଣୁ, ଗଲାଣି ୭ ଜୀବନ ୬୦ ଆକ୍ରାନ୍ତ

ଲୁଟେରୀ ଦୁଲହନ! ଫସେଇକି ଲୁଟିନେଲା କୋଟି କୋଟି ଟଙ୍କା

ଲକଡାଉନ୍‌ରେ ନିଆରା କାମ କରି ପ୍ରେରଣା ସାଜିଲେ ରାଜ୍ୟପାଳ

ସରିଲା ଅପେକ୍ଷା, ସେପ୍ଟେମ୍ବରରେ ଆସିବ କରୋନା ଭ୍ୟାକସିନ୍!

ଇଡିରେ ହାଜର ହେଲେ ରିୟା ଚକ୍ରବର୍ତ୍ତୀ

ସାବଧାନ! ଏହି ୬ଟି କାର୍ଯ୍ୟ କଲେ ହୋଇଯିବେ କାଙ୍ଗାଳ

ଚାଷୀଙ୍କ ପାଇଁ ଖୁସି ଖବର, ପ୍ରଥମଥର ପାଇଁ ଗଡ଼ିଲା ସ୍ୱତନ୍ତ୍ର ଟ୍ରେନ୍‌

ଭୂସ୍ଖଳନରେ ଚାଲିଗଲା ୫ ଜୀବନ

ଟ୍ରାକ୍ଟର ସାହାଯ୍ୟରେ ବାହାରିଲା ଗାଈ ଦୁଗ୍ଧ, ଭିଡିଓ ଶେୟାର କଲେ ମହିନ୍ଦ୍ରା ଗ୍ରୁପ୍‌ର ଚେୟାରମ୍ୟାନ୍‌

ଏବେ ‘ହ୍ୱାଟ୍ ଟୁ ଥିଙ୍କ୍’ ନୁହେଁ, ‘ହାଓ ଟୁ ଥିଙ୍କ୍’ ଉପରେ ଫୋକସ୍

You might also like