ମୁହଁ ଖୋଲିଲେ ମୋଦି

ଲୋକଙ୍କୁ ପିଟି ପିଟି ହତ୍ୟା ଘଟଣାକୁ ନିନ୍ଦା କଲେ

ନୂଆଦିଲ୍ଲୀ : ଦେଶର ବିଭିନ୍ନ ସ୍ଥାନରେ ବିଭିନ୍ନ କାରଣରୁ ଲୋକଙ୍କୁ ପିଟିପିଟି ହତ୍ୟା କରାଯାଉଥିବାରୁ ଏହାକୁ ନିନ୍ଦା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ପ୍ରସଙ୍ଗରେ ବହୁ ଦିନ ଧରି ଚୁପ୍ ରହିବା ପରେ ସେ ମୁହଁ ଖୋଲିଛନ୍ତି।

ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ମୋଦି କହିଛନ୍ତି, ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଘଟଣା। ଯେକୌଣସି କାରଣରୁ ହେଉନା କାହିଁକି, କାହାକୁ ପିଟି ପିଟି ମାରିଦେବା, ବେଅାଇନ ଅଟେ। ଅାଇନ ଶୃଙ୍ଖଳା ବଜାୟ ରଖି ଦେଶର ପ୍ରତ୍ୟେକ ନାଗରିକଙ୍କୁ ସୁରକ୍ଷା ଦେବାକୁ ଏନ୍‌ଡିଏ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ମୋଦି।

ସେ କହିଛନ୍ତି, ଏସବୁ ଘଟଣାକୁ ରୋକିବାକୁ ରାଜ୍ୟ ସରକାରଗୁଡ଼ିକ କଡ଼ା ପଦକ୍ଷେପ ନେଇ ଅାଇନ ଶୃଙ୍ଖଳା ବଜାୟ ରଖିବା ଉଚିତ। ବିରୋଧୀମାନେ ଏହାକୁ ଅଯଥାରେ ପ୍ରସଙ୍ଗ କରୁଥିବା ମଧ୍ୟ ଅଭିଯୋଗ କରିଛନ୍ତି ମୋଦି।

ଆହୁରି ପଢ଼ନ୍ତୁ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

ଚାଇନା ରାଷ୍ଟ୍ରପତିଙ୍କୁ ନିନ୍ଦା କଲେ ଦଣ୍ଡ ୧୮ ବର୍ଷ ଜେଲ

୨୦୧୫ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ ଖର୍ଚ୍ଚ ହୋଇଛି ୫୦୦ କୋଟିରୁ ଅଧିକ ଟଙ୍କା

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ପଡ଼ିଲା ଆଳୁ, ପିଆଜ, ଡାଲି

କେବେଠୁ ହେବ ୟୁଜି ଓ ପିଜି କ୍ଲାସ? ଜାଣନ୍ତୁ…

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

You might also like