ଜୁଲାଇ ୧୮ରେ ହେବ JEE ମେନ୍

ନୂଆଦିଲ୍ଲୀ: ଜୁଲାଇ ୧୮ରେ ହେବ JEE ମେନ୍ ଏଣ୍ଟ୍ରାନ୍ସ।  ଜୁଲାଇ ୧୮ରୁ ୨୩ ପର୍ଯ୍ୟନ୍ତ ଦେଶରେ ଚାଲିବ ଜେଇଇ ମେନ୍ ପରୀକ୍ଷା।  ଆଜି ଏନେଇ ସୂଚନା ଦେଇଛନ୍ତି ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆ। ସେହିପରି ଜୁଲାଇ ୨୬ରେ ନିଟ୍‌(NEET) ପରୀକ୍ଷା କରାଯିବ। ଜେଇ ଆଡଭାନ୍ସ ପରୀକ୍ଷା ଅଗଷ୍ଟ ମାସରେ କରାଯିବ ବୋଲି କହିଛନ୍ତି ମାନବ ସମ୍ୱଳ ବିକାଶ ମନ୍ତ୍ରୀ।

ଦେଶରେ ଜୁଲାଇ ୧୮, ୨୦, ୨୧, ୨୨ ଏବଂ ୨୩ ତାରିଖରେ ପରୀକ୍ଷା କରାଯିବ। ସେହିଭଳି IIT-JEE Advance ପରୀକ୍ଷା ଅଗଷ୍ଟରେ ହେବ । ଏହାର ସବିଶେଷ ତଥ୍ୟ ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କୁ ଜଣାଯିବ ବୋଲି ମନ୍ତ୍ରୀ କହିଛନ୍ତି।

ଛାତ୍ରଛାତ୍ରୀଙ୍କ ଆଡମିଟ୍ କାର୍ଡ ଆଗାମୀ କିଛି ଦିନ ମଧ୍ୟରେ ୱେବସାଇଟରେ ଉପଲବ୍ଧ କରାଯିବ।   ତେଣୁ ଛାତ୍ରଛାତ୍ରୀ ଏନେଇ ପ୍ରସ୍ତୁତ ରଖିବାକୁ ପରାମର୍ଶ ଦେଇଛନ୍ତି । ଲକଡାଉନ୍ ଯୋଗୁ ପରୀକ୍ଷା ତାରିଖକୁ ଘୁଞ୍ଚା ଯାଇଥିଲା। ଏପ୍ରିଲ ଓ ମେ’ ମାସରେ ଏହି ସବୁ ପରୀକ୍ଷା ହେବାକୁ ଥିଲା। ଦେଶରେ ୧୫ ଲକ୍ଷ ୯୩ ହଜାର ଛାତ୍ରଛାତ୍ରୀ ନିଟ୍ ପରୀକ୍ଷା ଦେବା ନେଇ ରେଜିଷ୍ଟ୍ରେସନ୍ କରିଛନ୍ତି

 

ଆହୁରି ପଢ଼ନ୍ତୁ

ଜାତିସଂଘରେ ପାକିସ୍ତାନ ଉପରେ ବର୍ଷିଲା ଭାରତ: କହିଲା- ‘ନିର୍ଲଜ ଦେଶ ହିଁ ଏଭଳି ମତ ରଖିପାରେ’

ଭାରତର ବନ୍ଧୁ ବୋଲି ପୁଣି ଥରେ ପ୍ରମାଣିତ କଲା ମାଲଦୀପ

NCB ଅଫିସ୍‌ରେ ହାଜର ହେଲେ ଶ୍ରଦ୍ଧା, ସାରା

ଗୋଟିଏ ପ୍ରଶ୍ନ ଦୀପିକାଙ୍କ ପାଇଁ ସାଜିଛି କଣ୍ଟା

ଦୀପିକା, ଶ୍ରଦ୍ଧା ଓ ସାରାଙ୍କୁ ଆଜି ଏନ୍‌ସିବିର ଜେରା

ସୁଶାନ୍ତ ସିଂ ମୃତ୍ୟୁ ମାମଲା; ’ମୁଖ୍ୟ ଅଭିଯୁକ୍ତଙ୍କୁ ଛାଡ଼ି ତଦନ୍ତ ଡ୍ରଗ୍ସ ଆଡ଼କୁ ମୁହାଁଉଛି କାହିଁକି ?’

କରୋନା ଆକ୍ରାନ୍ତ ବି ଦେବେ ଭୋଟ୍

ଲଦାଖରେ ବଡ଼ ଧରଣର ଭୂକମ୍ପ

୧୬ ବର୍ଷର ଝିଅ ଆକାଉଣ୍ଟରେ ୧୦ କୋଟି ଟଙ୍କା !

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଏନ୍‌କାଉଣ୍ଟରରେ ଦୁଇ ଲସ୍କର ଆତଙ୍କୀ ନିହତ

Bihar Election 2020 Date:୩ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ, ଭୋଟ୍‌ ଗ୍ରହଣ ସମୟ ସୀମା ୧ ଘଣ୍ଟା ବୃଦ୍ଧି

You might also like