ଦିଲ୍ଲୀ ଏମ୍ସରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଦିଲ୍ଲୀ ଏମ୍ସରେ ଭୟାବହ ଅଗ୍ନିକାଣ୍ଡ। ମେଡିକାଲର ଦ୍ୱିତୀୟ ମହଲାରେ ଥିବା ଏମର୍ଜେନ୍ସି ୱାର୍ଡ ନିକଟ ଥିବା ପିସି ବ୍ଲକରେ ପ୍ରଥମେ ନିଆଁ ଲାଗିଥିଲା। ଚାହୁଁ ଚାହୁଁ ଏହା ଅନ୍ୟ ମହଲାକୁ ବ୍ୟାପିଥିଲା।

ତେବେ ଅଗ୍ନିକାଣ୍ଡ ବେଳେ ପିସି ବ୍ଳକରେ କେହି ରୋଗୀ ନଥିବାରୁ ଏଥିରେ କେହି ମୃତାହତ ହୋଇ ନାହାନ୍ତି। ୩୪ଟି ଦମକଳ ଏବଂ ୧୫୦ ଜଣ ଅଗ୍ନିଶମ କର୍ମଚାରୀ କିଛି ସମୟ ପରେ ନିଆଁକୁ ଆୟତ୍ତ କରିବାରେ ସକ୍ଷମ ହୋଇଥିଲେ। ସର୍ଟ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଛି। ଏମସରେ ଅଗ୍ନିକାଣ୍ଡ ପରେ ଏମର୍ଜେନ୍ସି ୱାର୍ଡକୁ ବନ୍ଦ କରାଯାଇଛି।

ଆହୁରି ପଢ଼ନ୍ତୁ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୬୯ ତମ ଜନ୍ମଦିନ

ନୂଆ ଟ୍ରାଫିକ୍‌ ନିୟମ ଓ ଜୋରିମାନାକୁ କେରଳର ନା

ଏୟାରପୋର୍ଟରେ ଚେକିଂ ବେଳେ ବ୍ୟାଗ୍ ଭିତରୁ ମିଳିଲା ୫ ମାସର ଶିଶୁ !

ସେଲିବ୍ରିଟିଙ୍କ ଷ୍ଟାଇଲ୍‌; ପାଖରେ ସବୁବେଳେ ରଖିଥାନ୍ତି ଟୁଥ୍‌ବ୍ରଶ୍‌

ନକଲି ପୁଲିସ ପରିଚୟରେ ୭ ମହିଳାଙ୍କୁ ବିବାହ ଓ ୬ ଜଣଙ୍କ ସହ ଯୌନସମ୍ପର୍କ

ଧର୍ମରୁ ଊର୍ଦ୍ଧ୍ୱରେ ଏଠି ସମ୍ପର୍କ; ବ୍ରାହ୍ମଣ ଦାଦାଙ୍କ ଶେଷକୃତ୍ୟ ସଂପନ୍ନ କଲେ ତିନି ମୁସଲିମ୍ ଭାଇ

ଭାରତ ସୀମାରେ ଚାଇନାର ପରମାଣୁ ଖଚିତ ଯୁଦ୍ଧ ଜାହାଜ

ବାକିରେ କାର୍‌ କିଣିଲେ, ହେଲେ ଋଣ ସୁଝି ପାରିଲେନି ପାକ୍ ମନ୍ତ୍ରୀ

ବୀମା ନ ଥିଲା ବୋଲି ବଳଦ ଗାଡ଼ି ନାଁରେ ଫାଇନ୍‌ କାଟିଲା ପୁଲିସ୍‌

ଫାରୁକ୍ ଅବଦୁଲ୍ଲାଙ୍କ ଅଟକ ନେଇ ଜବାବ ରଖିଲା କେନ୍ଦ୍ର

କର୍ଣ୍ଣାଟକ ଗସ୍ତରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ପରଲୋକରେ ସଞ୍ଜୀବ ଦତ୍ତା

You might also like