ଏଲ୍‌ଜି ପଲିମର୍ସକୁ NGT ଛାଟ, ୫୦ କୋଟି ଟଙ୍କା ଜମା କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଏଲ୍‌ଜି ପଲିମର୍ସକୁ NGT ଛାଟ। ଗତକାଲିର ଗ୍ୟାସ୍ ଲିକ୍ ଘଟଣାକୁ ନେଇ ୫୦ କୋଟି ଟଙ୍କା ଜମା କରିବାକୁ ଏଲ୍‌ଜି ପଲିମର୍ସକୁ ନିର୍ଦ୍ଦେଶ ଦେଇଛନ୍ତି ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ୍‌(NGT)।

ଗ୍ୟାସ୍ ଲିକ୍ ଟ୍ରାଜେଡିକୁ ନେଇ ପ୍ରାଥମିକ କ୍ଷତି ଭରଣା ପାଇଁ ଏହି ନିର୍ଦ୍ଦେଶ ଦେଇଛନ୍ତି NGT।  ଏହାସହ କେନ୍ଦ୍ର ପରିବେଶ ମନ୍ତ୍ରଣାଳୟ, ଜଙ୍ଗଲ ଏବଂ Central Pollution Control Board (CPCB)କୁ ନୋଟିସ୍ ଜାରି ହୋଇଛି।

ସୂଚନାଥାଉ କି, ଗତକାଲି ଆନ୍ଧ୍ରପ୍ରଦେଶ ଭାଇଜାଗରେ ଏଲ୍‌ଜି ପଲିମର୍ସ ନାମକ ଏକ କେମିକାଲ ପ୍ଲାଣ୍ଟରୁ ଷ୍ଟାଇରିନ୍‌ ଗ୍ୟାସ୍ ଲିକ୍ ଯୋଗୁ ୧୧ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଶହ ଶହ ଲୋକ ଅସୁସ୍ଥ ହୋଇପଡ଼ିଛନ୍ତି। ଏମାନଙ୍କ ମଧ୍ୟରୁ କିଛି ଲୋକଙ୍କ ଅବସ୍ଥା ସଂକଟାପନ୍ନ ରହିଛି।

ଆହୁରି ପଢ଼ନ୍ତୁ

ଜେଡିୟୁରେ ମିଶିଲେ ବିହାରର ପୂର୍ବତନ ଡିଜିପି

ଆଜି ଦିନକରେ ଯେତିକି ଆକ୍ରାନ୍ତ ଚିହ୍ନଟ ହେଲେ ତା’ଠୁ ଅଧିକ ସୁସ୍ଥ ହେଲେ

ନୀତୀଶଙ୍କ ଦଳରେ ମିଶିବେ ପୂର୍ବତନ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

‘କୃଷକ ଆତ୍ମନିର୍ଭର ଭାରତର ଆଧାର’

ଭାରତରେ ନାଁ ବଦଳାଇ ଲୋକପ୍ରିୟ ହେଉଛନ୍ତି ଚାଇନିଜ୍ ଆପ୍‌

ଜିଓକୁ ପଛରେ ପକାଇଲା ଏୟାର୍‌ଟେଲ୍‌

ମିରଟରେ ନିର୍ଭୟା ଘଟଣାର ପୁନରାବୃତ୍ତି: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣଦୁଷ୍କର୍ମ

ଅକ୍ସିଜେନ୍‌ ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

ଉମା ଭାରତୀଙ୍କୁ କରୋନା

ଭାଙ୍ଗିଲା ପୁରୁଣା ସମ୍ପର୍କ; ଏନ୍‌ଡିଏକୁ ବାଏ ବାଏ କଲା ସିରୋମଣି ଅକାଳି ଦଳ

You might also like