୪ ଦୋଷୀଙ୍କୁ ଶୀଘ୍ର ଫାଶି ଆବେଦନର ଶୁଣାଣି ଘୁଞ୍ଚାଇଲେ କୋର୍ଟ

ନୂଆଦିଲ୍ଲୀ : ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଚାରି ଜଣଙ୍କୁ ଶୀଘ୍ର ଫାଶି ଆବେଦନର ଶୁଣାଣି ଘୁଞ୍ଚାଇଲେ ଦିଲ୍ଲୀ ପଟିଆଲା ହାଉସ । କୋର୍ଟ  ଦୋଷୀମାନଙ୍କୁ ତୁରନ୍ତ ଫାଶି ଦେବାପାଇଁ ନିର୍ଭୟାଙ୍କ ପରିବାର ପଟିଆଲା ହାଉସ କୋର୍ଟରେ ଆବେଦନ କରିଥିଲେ।  ମାମଲାର ଶୁଣାଣି କରି ପଟିଆଲା ହାଉସ କୋର୍ଟ ସୁପ୍ରିମକୋର୍ଟରେ ରିଭ୍ୟୁ ପିଟିସନ୍‌ର ରାୟ ଆସିବା ଯାଏଁ ଶୁଣାଣି ଘୁଞ୍ଚାଇ ଦେଇଛନ୍ତି।

ଆସନ୍ତା ୧୮ରେ ପଟିଆଲା ହାଉସ କୋର୍ଟରେ ପରବର୍ତ୍ତୀ ଶୁଣାଣି ହେବ।  ୪ ଦୋଷୀଙ୍କ ମଧ୍ୟରୁ ଅକ୍ଷୟ ସିଂ ପକ୍ଷରୁ ଦାୟର ହୋଇଥିବା ରାଜ କ୍ଷମା ଆବେଦନ ଉପରେ ଆସନ୍ତା ୧୭ ତାରିଖରେ ସୁପ୍ରିମକୋର୍ଟରେ ଶୁଣାଣି ହେବ । ସୁପ୍ରିମକୋର୍ଟରେ ରାୟ ଆସିବା ପରେ ୧୮ ତାରିଖରେ ପଟିଆଲା ହାଉସ କୋର୍ଟରେ ଫାଶୀ ପାଇଁ ଶୁଣାଣି ହେବ ।

ଆହୁରି ପଢ଼ନ୍ତୁ

ରାମ ମନ୍ଦିର ପାଇଁ ଶୁଭେଚ୍ଛା ଜଣାଇବା ପରେ ହସିନ ଜାହାଁନଙ୍କୁ ଦୁଷ୍କର୍ମ ଓ ହତ୍ୟା ଧମକ

୨ ପ୍ରତିଶତରୁ କମିଲା କରୋନା ମୃତ୍ୟୁହାର

‘କରୋନା ସଂକ୍ରମିତଙ୍କ ପାଇଁ ପ୍ରଥମ ୭୨ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ’

ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ

ନଦୀରୁ ବାହାରିଲା ପୁଳାପୁଳା ସୁନା!

ପ୍ରଥମଥର ସୁଶାନ୍ତଙ୍କ ପରିବାରକୁ ଇଡିର ପଚରାଉଚୁରା

ପରଲୋକରେ ପ୍ରସିଦ୍ଧ ଲେଖକ ଓ ଗୀତିକାର ରାହତ ଇନ୍ଦୋରୀ

ପ୍ରସିଦ୍ଧ ଲେଖକ ରାହତ ଇନ୍ଦୋରି କରୋନା ପଜିଟିଭ

ଦିଶା ସାଲିୟାନଙ୍କ ହତ୍ୟା ମାମଲାରେ ନିଜ ନାଁ ଯୋଡ଼ିବାରୁ ଥାନାରେ ମାମଲା ରୁଜୁ କଲେ ସୁରଜ ପଞ୍ଚୋଲି

ବିଜେପି ସାଂସଦଙ୍କୁ ଏହି ଦେଶରୁ ଆସିଲା ହତ୍ୟା ଧମକ

ସ୍ତ୍ରୀର ସ୍ମୃତି ପାଇଁ ସ୍ୱାମୀ ତିଆରି କଲେ ମହମ ପ୍ରତିମୂର୍ତ୍ତି

ଜନ୍ମାଷ୍ଟମୀରେ କିପରି ଉପାସନା କରିବେ, ଜାଣନ୍ତୁ ପୂଜାବିଧି

You might also like