Parliament Monsoon Session: ଚଳିତ ବର୍ଷ ରହିବନି ପ୍ରଶ୍ନକାଳ

ନୂଆଦିଲ୍ଲୀ: ଚଳିତ ବର୍ଷ ସଂସଦର ମୌସୁମୀ ଅଧିବେଶନରେ ରହିବନି ପ୍ରଶ୍ନକାଳ। କରୋନା କଟକଣା ଦୃଷ୍ଟିରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ରାଜ୍ୟସଭା ସଚିବଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।

ତେବେ ଶୂନ୍ୟକାଳ ସମେତ ଅନ୍ୟ କାର୍ଯ୍ୟ ନିର୍ଦ୍ଧାରିତ କାର୍ଯ୍ୟଖସଡ଼ା ଅନୁସାରେ ଚାଲିବ ବୋଲି ବିଜ୍ଞପ୍ତିରେ କୁହାଯାଇଛି।

ଆସନ୍ତା ସେପ୍ଟେମ୍ବର ୧୪ରୁ ଆରମ୍ଭ ହେଉଛି ସଂସଦର ମୌସୁମୀ ଅଧିବେଶନ। ଅକ୍ଟୋବର ୧ ଯାଏ ଏହି ଅଧିବେଶନ ଚାଲିବ। ସଂସଦରେ ପ୍ରବେଶ ପୂର୍ବରୁ ସାଂସଦମାନେ କରୋନା କଟକଣା ମାନିବା ସହ କରୋନା ଟେଷ୍ଟିଂ କରିବା ବାଧ୍ୟତାମୂଳକ କରାଯାଇଛି।

ମିଳିଥିବା ସୂଚନା ଅନୁସାରେ, ଚଳିତ ବର୍ଷ ଗୃହକାର୍ଯ୍ୟ ବିନା ବ୍ରେକ୍‌ରେ ଚାଲିବ। ଏପରିକି ଛୁଟି ଦିନରେ ମଧ୍ୟ ସଂସଦ ଚାଲିବ। ଲୋକସଭାର ଗୃହକାର୍ଯ୍ୟ ସକାଳ ୯ଟାରୁ ଦିନ ୧ଟା ଯାଏ ଏବଂ ରାଜ୍ୟସଭା ଗୃହକାର୍ଯ୍ୟ ଅପରାହ୍ଣ ୩ଟାରୁ ସଧ୍ୟା ୭ଟା ଯାଏ ଚାଲିବ।

ଆହୁରି ପଢ଼ନ୍ତୁ

ହର୍ଡ ଇମ୍ୟୁନିଟିଠୁ ବହୁ ଦୂରରେ ଭାରତ: ହର୍ଷବର୍ଦ୍ଧନ

NCB ରାଡାର୍‌ରେ ବଲିଉଡର୍ ୨୦ରୁ ଅଧିକ ଆଗଧାଡ଼ିର କଳାକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ପତ୍ନୀଙ୍କୁ ନିର୍ଦ୍ଦୟ ଭାବେ ପିଟିଲେ ପୋଲିସ ଡିଜି, ଭିଡିଓ ଭାଇରାଲ

EPFO Recruitment 2020: ଖାଲି ପଡ଼ିଥିବା ଏହି ପଦବୀ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ବଡ ଧରଣର ବିସ୍ଫୋରଣରୁ ଯବାନଙ୍କ ଜୀବନ ବଞ୍ଚାଇଲା ‘ସୋଫିଆ’

ଆକାଶରେ ଉଡୁଥିବାବେଳେ ହଠାତ୍‌ ବିମାନର ଇଞ୍ଜିନ୍‌ ବନ୍ଦ ହୋଇଗଲା; ରତନ ଟାଟା ବଞ୍ଚାଇଲେ ସମସ୍ତଙ୍କ ଜୀବନ

କୃଷି ବିଲକୁ ବିରୋଧ ଜାରି, ଇଣ୍ଡିଆ ଗେଟ୍ ସମ୍ମୁଖରେ ଟ୍ରାକ୍ଟର ପୋଡ଼ିଦେଲେ ଆନ୍ଦୋଳନକାରୀ

କୃଷି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ରବି କିଶନଙ୍କୁ ମିଳୁଛି କି ହତ୍ୟା ଧମକ ?

ଜେଡିୟୁରେ ମିଶିଲେ ବିହାରର ପୂର୍ବତନ ଡିଜିପି

ଆଜି ଦିନକରେ ଯେତିକି ଆକ୍ରାନ୍ତ ଚିହ୍ନଟ ହେଲେ ତା’ଠୁ ଅଧିକ ସୁସ୍ଥ ହେଲେ

You might also like