ହିମ ସ୍ଖଳନରେ କର୍ଣ୍ଣେଲ ଓ ଯବାନ ସହିଦ

ନୂଆଦିଲ୍ଲୀ: ସିକିମ୍‌ରେ ହିମ ସ୍ଖଳନ ଯୋଗୁ ଜଣେ ଲେଫ୍ଟନାଣ୍ଟ କର୍ଣ୍ଣେଲ‌ ଓ ଜଣେ ଯବାନ ସହିଦ ହୋଇଛନ୍ତି। ଉତ୍ତର ସିକିମ୍‌ର ଲୁଗନାକ ଲା ଅଂଚଳରେ ଏହି ଦୁଃଖଦ ଘଟଣା ହୋଇଛି।

ସେନା ପକ୍ଷରୁ ପାଟ୍ରୋଲିଂ ବେଳେ ହଠାତ୍‌ ହିମ ସ୍ଖଳନ ହୋଇଥିଲା। ଫଳରେ ୧୮ଜଣ ସୁରକ୍ଷାକର୍ମୀ ବରଫ ଖଣ୍ଡ ତଳେ ଚାପି ହୋଇ ଯାଇଥିଲେ।

ରେସ୍କ୍ୟୁ ଟିମ୍ ଘଟଣାସ୍ଥଳରେ ପହଞ୍ଚି ବରଫ ଖଣ୍ଡ ଭିତରେ ଫସି ରହିଥିବା ଯବାନମାନଙ୍କୁ ବାହାର କରିବାକୁ ଉଦ୍ୟମ କରିଥିଲେ। ‌୧୬ଜଣଙ୍କୁ ସୁରକ୍ଷିତ ଭାବରେ ଉଦ୍ଧାର କରା ଯାଇଥିବାବେଳେ ବରଫ ଖଣ୍ଡ ତଳେ ଫସି ରହିଥିବା ଲେଫ୍ଟନାଣ୍ଟ କର୍ଣ୍ଣେଲ ରବର୍ଟ ଟିଏ, ଯବାନ ସାପ୍ପର ସପାଲା ଶାନମୁଖଙ୍କ ମୃତ୍ୟୁ ଘଟିଛି।

୨୦୧୬ ମସିହା ପରଠାରୁ ହିମ ସ୍ଖଳନ ଯୋଗୁ ୭୦ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଅନ୍ତିମ ଯାତ୍ରାରେ ବାହାରିଲା INS ବିରାଟ

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ଲକ୍‌‌ଡାଉନ ସମୟରେ ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍‌‌ରେ ୯୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି

ସାମ୍ବାଦିକଙ୍କ ସମେତ ଚୀନ ଓ ନେପାଳ ନାଗିରକ ଗିରଫ; ଚୀନ ଗୁଇନ୍ଦା ସଂସ୍ଥାକୁ ଦେଉଥିଲେ ଗୁପ୍ତ ଖବର

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

You might also like