ଗୋଟିଏ ମଞ୍ଚରେ ଏକାଠି ହେଲେ ମୁଲାୟମ ଓ ମାୟାବତୀ

ଲକ୍ଷ୍ନୌ: ଦୀର୍ଘ ଦିନର ତିକ୍ତତା ପରେ ଆଜି ଗୋଟିଏ ମଞ୍ଚରେ ଏକାଠି ହୋଇଛନ୍ତି ମୁଲାୟମ ସିଂ ଯାଦବ ଓ ବିଏସ୍‌ପି ସୁପ୍ରିମୋ ମାୟାବତୀ।

ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଓ ବହୁଜନ ସମାଜପାର୍ଟି ମୁଖ୍ୟ ମାୟାବତୀ ଆଜି ଉତ୍ତରପ୍ରଦେଶର ମୈନପୁରୀରେ ଗୋଟିଏ ମଞ୍ଚରେ ଉପସ୍ଥିତ ରହି କର୍ମୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି।

୧୯୯୫ ମସିହା ପରଠାରୁ ଦୁଇ ଦଳ ମଧ୍ୟରେ ସମ୍ପର୍କ ଭଲ ନଥିଲା। କିନ୍ତୁ ଚଳିତ ନିର୍ବାଚନରେ ସମାଜବାଦୀ ପାର୍ଟି ଓ ବହୁଜନ ସମାଜପାର୍ଟି ଏକାଠି ନିର୍ବାଚନ ଲଢୁଛନ୍ତି। ଅଜିତ ସିଂଙ୍କ ରାଷ୍ଟ୍ରୀୟ ଲୋକ ଦଳ ମଧ୍ୟ ଏହି ମେଣ୍ଟରେ ରହିଛି। ମୈନପୁରୀ ଆସନରୁ ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ପ୍ରାର୍ଥୀ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ପ୍ରେସିଡେନ୍‌ସିଆଲ ଡିବେଟରେ ମୁହାଁମୁହିଁ ହେଲେ ଟ୍ରମ୍ପ-ବିଡେନ

ଆସନ୍ତାବର୍ଷ ସୁଦ୍ଧା କମ୍‌ ଦାମ୍‌ରେ ମିଳିବ କରୋନା ଟିକା

୨୮ ବର୍ଷ ପରେ ଆଜି ହେବ ବାବରି ମସଜିଦ୍ ଭଙ୍ଗା ମାମଲାର ରାୟ ଶୁଣାଣି

ଏହି ରାଜ୍ୟରେ ଅକ୍ଟୋବର ୩୧ ଯାଏ ବଢ଼ିଲା ଲକ୍‌ଡାଉନ୍‌

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

You might also like