ଏରୋ ଇଣ୍ଡିଆ ଶୋ’ରେ ଜଳିଗଲା ୩୦୦ ଗାଡ଼ି

ବେଙ୍ଗାଲୁରୁ: ବେଙ୍ଗାଲୁରୁରେ ଚାଲିଥିବା ଏରୋ ଇଣ୍ଡିଆ ଶୋ’ରେ ଜଳିଗଲା ୩୦୦ ଗାଡ଼ି। ଆଜି ଅପରାହ୍ନରେ ଏହି ଭୟାବହ ଅଗ୍ନିକାଣ୍ଡ ଘଟିଛି।

ପାର୍କିଂ ଲଟ୍‌ରେ ରଖାଯାଇଥିବା ଗାଡ଼ି ଗୁଡ଼ିକ ହଠାତ୍‌ ଜଳି ଯାଇଛି। ଫଳରେ ଉତ୍ତର ବେଙ୍ଗାଲୁରୁର ୟେଲାହଙ୍କା ଏୟାର ବେସ୍‌ର ଆକାଶ ପୂରା ଧୂଆଁମୟ ହୋଇଯାଇଥିବା ଦେଖିବାକୁ ମିଳିଛି।

ଏରୋ ଇଣ୍ଡିଆ ୨୦୧୯ ଇଭେଣ୍ଟରେ ଭାଗ ନେଇଥିବା ବିମାନ ଗୁଡ଼ିକ ଆଜି ଅପରାହ୍ନରେ ସମରକଳା ପ୍ରଦର୍ଶନ କରୁଥିବା ବେଳେ ମଧ୍ୟାହ୍ନ ପ୍ରାୟ ୧୨.୧୭ ମିନିଟ୍‌ ସମୟରେ ଏଭଳି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି।

ତେବେ ବର୍ତ୍ତମାନ ନିଆଁକୁ ଆୟତ୍ତ କରାଯିବା ସହ କେହି ମୃତାହତ ହୋଇନଥିବା ସୂଚନା ମିଳିଛି।

ପ୍ରାଥମିକ ତଦନ୍ତରୁ ସିଗାରେଟ୍‌ ନିଆଁରୁ ଏଭଳି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି। ଜଣେ କେହି ଶୁଖିଲା ଘାସରେ ସିଗାରେଟ୍‌ ଟାଣି ପକାଇ ଦେବା ପରେ ଏଥିରୁ ଅଗ୍ନି ସଂଯୋଗ ଘଟି ପ୍ରଥମେ ଗୋଟିଏ କାରରେ ଲାଗିଥିଲେ। ଏହାପରେ ଧିରେଧିରେ ଏହା ସମଗ୍ର ଅଞ୍ଚଳକୁ ବ୍ୟାପୀ ଯାଇଥିଲା।

ଆହୁରି ପଢ଼ନ୍ତୁ

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

You might also like