ଶୀତ ପୂର୍ବରୁ ଭାରତକୁ ଆତଙ୍କବାଦୀ ପଠାଇବାକୁ ଉଦ୍ୟମ କରୁଛି ପାକିସ୍ତାନ

ନୂଆଦିଲ୍ଲୀ: ଭାରତକୁ ଆତଙ୍କବାଦୀ ପଠାଇବାକୁ ଜୋର୍‌ଦାର ଉଦ୍ୟମ କରୁଛି ପାକିସ୍ତାନ। ଶୀତ ଋତୁ ପୂର୍ବରୁ ପାକିସ୍ତାନ ଆତଙ୍କାଦୀ ଓ ଅସ୍ତ୍ରଶସ୍ତ୍ର ଭାରତକୁ ପଠାବାକୁ ଯୋଜନା କରୁଥିବା ସ୍ଥଳସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରଭଣେ ସୂଚନା ଦେଇଛନ୍ତି। କିନ୍ତୁ ପାକିସ୍ତାନର ଏହି ଷଡ଼ଯନ୍ତ୍ରକୁ ଭାରତୀୟ ସେନା ଭୁଣ୍ଡରୁ କରୁଛି। ଏଥିସହ ଏହି ଉଦ୍ୟମର ଜୋରଦାର ଜବାବ ମଧ୍ୟ ଭାରତୀୟ ସେନା ପକ୍ଷରୁ ଦିଆଯାଉଛି।

ଗଣମାଧ୍ୟମକୁ ସୂଚନା ଦେଇ ନରଭଣେ କହିଛନ୍ତି, ପାକିସ୍ତାନ ତା’ର ପ୍ରକୃତିରେ କୌଣସି ସୁଧାର ଆଣିନାହିଁ। ବାରମ୍ବାର ପାକିସ୍ତାନ ଆତଙ୍କବାଦୀଙ୍କୁ ସହଯୋଗୀ କରି ଭାରତରେ ଅନୁପ୍ରବେଶ କରାଇବାକୁ ଚେଷ୍ଟା କରୁଛି। ହେଲେ ଆମେ ଏଥିପାଇଁ ପ୍ରସ୍ତୁତ ରହିଛୁ। ପାକିସ୍ତାନର ସବୁ ଉଦ୍ୟମକୁ ଭଣ୍ଡୁର କରି ଉଚିତ ଜବାବ ମଧ୍ୟ ଦେଉଛୁ ବୋଲି ସେ କହିଛନ୍ତି।

ସେପ୍ଟେମ୍ବର ୨୪ରୁ ଅକ୍ଟୋବର ୧୫ ମଧ୍ୟରେ ୧୭ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩ ଜଣ ବିଦେଶୀ ଆତଙ୍କବାଦୀ ରହିଥିବା ସେ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ସିଏଏକୁ ନେଇ ମୋହନ ଭାଗବତଙ୍କ ମନ୍ତବ୍ୟରେ କଡ଼ା ପ୍ରତିକ୍ରିୟା ରଖିଲେ ଅସଦୁଦ୍ଦିନ ଓୱେସୀ

ବାଃ କୋଭିଡ୍‌ ଯୋଦ୍ଧା, ଅସୁସ୍ଥ କରୋନା ରୋଗୀଙ୍କୁ ଅଧକିଲୋମିଟର ପିଠିରେ ବୋହି ଆମ୍ବୁଲାନ୍ସରେ ବସାଇଲେ

ହାଥରସ୍ ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ତଦନ୍ତକାରୀ ଅଧିକାରୀ ପତ୍ନୀଙ୍କ ଆତ୍ମହତ୍ୟା

ବିହାର ଲୋକେ ନୀତୀଶଙ୍କ ଉପରେ କେବଳ ରାଗୁ ନାହାନ୍ତି, ତାଙ୍କୁ ଘୃଣା ବି କରୁଛନ୍ତି; ତେଜସ୍ୱୀ ଯାଦବ

ରେଳବାଇର କୋଭିଡ୍‌ କେୟାର କୋଚ୍‌ରେ ମହାରାଷ୍ଟ୍ରର ଜଣେ ବି ରୋଗୀ ଆଡ୍‌ମିଶନ ହୋଇ ନାହାନ୍ତି

ଏପଟେ ପୂଜା ସେପଟେ ପତ୍ନୀଙ୍କୁ ହତ୍ୟା ! ପୂଜା ଘର ଭିତରୁ ମିଳିଲା ମୃତଦେହ

ଜେଡିଆର୍‌ ପାର୍ଟି ନେତାଙ୍କୁ ଗୁଳି କରି ହତ୍ୟା ଘଟଣାରେ ବଡ଼ ଖୁଲାସା

‘ଭାରତର କଡ଼ା ଜବାବରେ ଭୟଭୀତ ଚାଇନା’

ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜନାଥ ସିଂ

ମନ କି ବାତ୍‌: ଯବାନଙ୍କ ପାଇଁ ଦୀପ ଜାଳିବାକୁ କହିଲେ ପ୍ରଧାନମନ୍ତ୍ରୀ

ପରଲୋକରେ ସାମ୍‌ସଙ୍ଗ୍‌ ଇଲେକ୍ଟ୍ରୋନିକ୍ସ ଚେୟାରମ୍ୟାନ୍

ପଞ୍ଜାବ ଦୁଷ୍କର୍ମ ଘଟଣାରେ ବିଜେପିକୁ ରାହୁଲଙ୍କ ଜବାବ

You might also like