ଭାରତୀୟ ସିନେମା ଉପରେ ପାକିସ୍ତାନର କଟକଣା

ଇସ୍‌ଲାମାବାଦ୍‌ : ଭାରତୀୟ ବାୟୁସେନା ଆକ୍ରମଣ ପରେ ରାଗରେ ପାକିସ୍ତାନ। ବଲିଉଡ ସିନେମା ରିଲିଜ୍ ଉପରେ ଜାରି କରିଛି କଟକଣା। ପାକିସ୍ତାନରେ ଭାରତୀୟ ସିନେମା ରିଲିଜ୍ କରିବାକୁ ଦିଆଯିବ ନାହିଁ ବୋଲି ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି ପାକ୍ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଚୌଧୁରୀ ଫଓ୍ୱାଦ୍ ହୁସେନ।

ପାକିସ୍ତାନ ଇଲେକ୍ଟ୍ରୋନିକ୍ ମିଡିଆ ରେଗୁଲେଟୋରୀ ଅଥରିଟି ବା  PEMRAକୁ ଏହି ନିର୍ଦ୍ଦେଶ ଦିଆଯାଇଥିବା ସେ ଉଲ୍ଲେଖ କରିଛନ୍ତି। ସେହିପରି ଭାରତୀୟ ବିଜ୍ଞାପନ ଉପରେ ବି ରୋକ୍ ଲଗାଇବାକୁ ନିର୍ଦ୍ଦେଶ ଦିଆଯାଇଥିବା ସେ ଲେଖିଛନ୍ତି।

ଆହୁରି ପଢ଼ନ୍ତୁ

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

You might also like