ଉରିରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ

ଶ୍ରୀନଗର: ପାକିସ୍ତାନର ଦୋମୁହାଁ ନୀତି। ପିଓକେର ବାଲାକୋଟ୍‌ରେ ଭାରତୀୟ ବାୟୁସେନାର ଏୟାର ଷ୍ଟ୍ରାଇକ୍ ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ଗୋଟିଏ ପଟେ ଶାନ୍ତି ପ୍ରସ୍ତାବ ଦେଉଥିବା ବେଳେ ଅନ୍ୟପଟେ ନିୟନ୍ତ୍ରଣ ସୀମାରେଖା(ଏଲ୍‌ଓସି)ରେ ପାକ୍ ସେନା ପୁଣିଥରେ ଅସ୍ତ୍ରବିରତି ଉଲ୍ଲଂଘନ କରିଛନ୍ତି।

ଉରି ସେକ୍ଟରର ଏଲ୍‌ଓସିରେ ପାକିସ୍ତାନୀ ସେନା ଆଜି ଅସ୍ତ୍ରବିରତି ଉଲ୍ଲଂଘନ କରିଛନ୍ତି। ଏଥିରେ ଜଣେ ସାଧାରଣ ନାଗରିକ ଆହତ ହୋଇଛନ୍ତି। ଗତକାଲି ସନ୍ଧ୍ୟାରେ ବାରାମୁଲ୍ଲା ଜିଲ୍ଲାର ଉରି ଅଞ୍ଚଳରେ ପାକିସ୍ତାନୀ ସେନା ଭାରତୀୟ ସେନା ଶିବିର ଓ କମଲକୋଟେ ଅଞ୍ଚଳରେ ଥିବା ଗାଁ ଗୁଡ଼ିକୁ ଲକ୍ଷ୍ୟ କରି ଗୁଳିମାଡ଼ କରିଥିଲେ।

ଗତ ୧୪ ତାରିଖରେ ପୁଲ୍‌ୱାମା ହମ୍‌ଲାରେ ସିଆର୍‌ପିଏଫ୍‌ର ୪୦ ଜଣ ଯବାନ ସହିଦ ହୋଇଥିଲେ। ଏହି ଆକ୍ରମଣ ପାଇଁ ଆତଙ୍କବାଦୀ ସଂଗଠନ ଜୈଶ୍‌-ଏ-ମହମ୍ମଦ ନିଜକୁ ଦାୟୀ କରିଥିଲା।

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like