ମାସୁଦର ମୃତ୍ୟୁ ଖବରକୁ ପାକିସ୍ତାନ ମିଡିଆରେ ଖଣ୍ଡନ

ଇସ୍‌ଲାମାବାଦ୍‌ : ଆତଙ୍କବାଦୀ ସଂଗଠନ ଜୈଶ୍- ଇ- ମହମ୍ମଦର ମୁଖ୍ୟ ମସୁଦ ଆଝରର ମୃତ୍ୟୁ ହୋଇନି। ଏହି ଖବରକୁ ଖଣ୍ଡନ କରିଛି ପାକିସ୍ତାନୀ ଗଣମାଧ୍ୟମ। ପାକ୍ ଗଣମାଧ୍ୟମର ରିପୋର୍ଟ ଅନୁସାରେ ଅଜହରର ମୃତ୍ୟୁ ହୋଇନାହିଁ। ପାକ୍ ମିଡିଆ ଜିଓ ଟିଭି ପକ୍ଷରୁ କୁହାଯାଇଛି ଯେ, ମସୁଦ ଏବେ ବି ଜୀବିତ ଅଛି। ଏ ସଂପର୍କରେ କିନ୍ତୁ ପାକିସ୍ତାନ ସରକାରଙ୍କ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।

ଗତକାଲି ସଂଧ୍ୟାରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରସାରିତ ହୋଇଥିଲା ଯେ, ଅପରେସନ ବାଲାକୋଟରେ ମସୁଦର ମୃତ୍ୟୁ ହୋଇଛି। ଏହା ସହ ଭାରତୀୟ ବାୟୁସେନାର ବାଲାକୋଟ ଏୟାର୍ ଷ୍ଟ୍ରାଇକ୍ ବେଳେ ସେହି କ୍ୟାମ୍ପରେ ଉପସ୍ଥିତ ଥିବା ମସୁଦ ଗୁରୁତର ଆହତ ହୋଇଥିଲା। ଏକ ଆର୍ମି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାର ତାର ମୃତ୍ୟୁ ହୋଇଥିବା ନେଇ ଚର୍ଚ୍ଚା ହୋଇଥିଲା।

ଆହୁରି ପଢ଼ନ୍ତୁ

ପର୍ଯ୍ୟଟକଙ୍କୁ ଗାଳିଗୁଲଜ କରୁଥିଲେ ଶୁଆ, ନିଆଗଲା ଏମିତି କାର୍ଯ୍ୟାନୁଷ୍ଠାନ

ଅନଲକ୍-୫ ଗାଇଡ୍ ଲାଇନ୍: କ’ଣ ଖୋଲିବ କେଉଁ ସବୁ କଟକଣା ରହିବ ଜାଣନ୍ତୁ

ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପଙ୍କ ଅଡୁଆ ବଢ଼ିଲା: ସମନ କଲା ପୋଲିସ

ଦେଶରେ ୬୨ ଲକ୍ଷ ପାର୍ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ମୃତ୍ୟୁ ସଂଖ୍ୟା ଏକ ଲକ୍ଷ ନିକଟତର

ବାବ୍ରୀ ମସଜିଦ୍ ରାୟକୁ ନେଇ ପାକିସ୍ତାନ ରଖିଲା ପ୍ରତିକ୍ରିୟା

ହାଥରଶ ଗଣଦୁଷ୍କର୍ମ ଘଟଣା; ADG କହିଲେ, ଜବରଦସ୍ତି ହୋଇନଥିଲା ଅନ୍ତିମ ସଂସ୍କାର

ବାବ୍ରୀ ମସ୍‌ଜିଦ୍ ରାୟ ଶୁଣିବା ପରେ କ’ଣ କହିଲା କଂଗ୍ରେସ ?

ପୀଡିତାଙ୍କ ସହ ଦୁଷ୍କର୍ମ ହୋଇନାହିଁ କି ତାଙ୍କର ଜିଭ କଟାଯାଇ ନାହିଁ -ପୋଲିସ

‘ଜୟ ଶ୍ରୀରାମ’ କହି ରାୟଙ୍କୁ ସ୍ୱାଗତ କଲେ ଆଡଭାନୀ

ଅପରାଧର ବର୍ଷ ୨୦୧୯: ପ୍ରତ୍ୟେକ ଦିନ ୮୭ଟି ଦୁଷ୍କର୍ମ ମାମଲା ରେକର୍ଡ

ଅସହାୟଙ୍କ ସାହା ପାଲଟିଥିବା ସୋନୁ ସୁଦ୍‌ଙ୍କୁ ସମ୍ମାନିତ କଲା ଜାତିସଂଘ

୨ ବର୍ଷ ତଳେ ନିଖୋଜ ଥିଲେ ମହିଳା, ଜୀବିତ ଅବସ୍ଥାରେ ସମୁଦ୍ରରୁ ଉଦ୍ଧାର ହେଲେ

You might also like