ଭାରତର ବିମାନ ଆକ୍ରମଣକୁ ଦୃଢ଼ ଖଣ୍ଡନ କଲା ପାକିସ୍ତାନ

ଇସ୍‌ଲାମାବାଦ : ଭାରତର ବିମାନ ଆକ୍ରମଣକୁ ଦୃଢ଼ ଭାବରେ ଖଣ୍ଡନ କଲା ପାକିସ୍ତାନ। ଭାରତ କହୁଥିବା ଆକ୍ରମଣ କଥା ମନଗଢ଼ା ବୋଲି କହିଲା ପାକିସ୍ତାନ। ତେବେ ଭାରତ ଉପରେ ପ୍ରତି ଆକ୍ରମଣ ବି କରାଯିବ ବୋଲି କହିଲା ପାକିସ୍ତାନ।

ଉଲ୍ଲେଖନୀୟ ଯେ, ଆଜି ଭୋର ୩ଟା ୩୦ରେ ଭାରତୀୟ ବାୟୁସେନାର ମିରେଜ ଫାଇଟର ଜେଟ୍‌ସ୍‌ ପିଓକେରେ ଥିବା ଆତଙ୍କବାଦୀ ଶିବିର ଉପରେ ଆକ୍ରମଣ କରିଥିଲା। ଫଳରେ ବାୟୁସେନାର ଜୋରଦାର ଆକ୍ରମଣରେ ଆତଙ୍କବାଦୀ ଲଞ୍ଚ୍‌ ପ୍ୟାଡ୍‌ ସମ୍ପୂର୍ଣ୍ଣ ଧ୍ୱଂସ ହୋଇଯାଇଛି। ଆତଙ୍କବାଦୀ ଶିବିର ଉପରେ ହଜାରେ କେଜିରୁ ଅଧିକ ଓଜନର ବୋମା ମାଡ଼ କରାଯାଇଛି। ଯାହାକି ଭାରତୀୟ ବାୟୁସେନା ସୂତ୍ରରୁ ଏହି ସୂଚନା ମିଳିଛି।

ପୁଲଓ୍ୱାମା ଆକ୍ରମଣର ପ୍ରତିଶୋଧ ନେବାକୁ ଆତଙ୍କବାଦୀ ଶିବିର ଉପରେ ବାୟୁସେନା ପକ୍ଷରୁ ଏହି ଆକ୍ରମଣ କରାଯାଇଛି। ଗତ ୧୪ ତାରିଖରେ ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ୍‌-ଏ-ମହମ୍ମଦର ଆତଙ୍କବାଦୀଙ୍କ ଆକ୍ରମଣରେ ୪୦ରୁ ଅଧିକ ସିଆରପିଏଫ ଯବାନଙ୍କ ମୃତ୍ୟୁ ହୋଇଥିଲା।

 

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like