ପିଲାଙ୍କୁ ଟିପ୍ସ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ  : ‘ପରୀକ୍ଷା ପେ ଚର୍ଚ୍ଚା’ର ଦ୍ୱିତୀୟ ସଂସ୍କରଣରେ ଯୋଗଦେଇ ପିଲାଙ୍କୁ ଟିପ୍ସ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଗକୁ ପରୀକ୍ଷା ଋତୁ ଆସୁଥିବାରୁ ଆଜି ମୋଦି ଦେଶର ପରୀକ୍ଷାର୍ଥୀଙ୍କ ସହ ସିଧାସଳଖ କଥା ହୋଇଛନ୍ତି।

ଦିଲ୍ଲୀର ତାଲକଟୋରା ଷ୍ଟାଡିୟମରେ ଆୟୋଜିତ ଉତ୍ସବରେ ହଜାର ହଜାର ଛାତ୍ରାଛାତ୍ରୀ, ଅଭିଭାବକ ଯୋଗ ଦେଇଥିଲେ। ପରୀକ୍ଷାବେଳେ ଚାପ ମୁକ୍ତ ରହିବା ସହ ପରୀକ୍ଷାରେ ବିଫଳ ହେଲେ ଜୀବନ ବିଫଳ ହୁଏ ନାହିଁ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ।

You might also like