ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ରଘୁବଂଶ ପ୍ରସାଦ ସିଂହ

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିହାରର ବରିଷ୍ଠ ନେତା ରଘୁବଂଶ ପ୍ରସାଦ ସିଂହଙ୍କର ଆଜି ପରଲୋକ ହୋଇଯାଇଛି। ଦିଲ୍ଲୀ ଏମ୍ସରେ ୭୪ ବର୍ଷ ବୟସରେ ତାଙ୍କର ନିିିଧନ ହୋଇଛି। ବିହାର ରାଜନୀତିର ଜଣେ ଚର୍ଚ୍ଚିତ ଚେହେରା ରଘୁବଂଶ ପ୍ରସାଦ ସିଂହ ମନମୋହନ ସିଂ ମନ୍ତ୍ରିମଣ୍ଡଳରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଥିଲେ।

ରାଷ୍ଟ୍ରୀୟ ଜନତା ଦଳର ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କର ସେ ଅତି ଘନିଷ୍ଠ ଥିଲେ। ନିକଟରେ ସେ RJDରୁ ଇସ୍ତଫା ଦେଇଥିଲେ। କିଛି ଦିନ ତଳେ ରଘୁବଂଶ ପ୍ରସାଦ ସିଂହଙ୍କର ସ୍ୱାସ୍ଥ୍ୟାବସ୍ଥା ବିଗିଡି ଯିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଅଗଷ୍ଟ ୪ରୁ ତାଙ୍କର ଚିକିତ୍ସା ଚାଲିଥିଲା। ତାଙ୍କର ଶ୍ୱାସକ୍ରିୟା ଜନିତ ସମସ୍ୟା ଦେଖାଦେଇଥିଲା। ତାଙ୍କୁ ICUରେ ରଖାଯାଇଥିଲା।

ରବିବାର ସକାଳେ ସେ ଭେଣ୍ଟିଲେଟରରେ ଥିଲେ ଏବଂ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗମ୍ଭୀର ଥିବା ପରିବାର ଲୋକେ ସୂଚନା ଦେଇଥିଲେ।

ଆହୁରି ପଢ଼ନ୍ତୁ

କରୋନା ଆକ୍ରାନ୍ତ ବି ଦେବେ ଭୋଟ୍

ଲଦାଖରେ ବଡ଼ ଧରଣର ଭୂକମ୍ପ

୧୬ ବର୍ଷର ଝିଅ ଆକାଉଣ୍ଟରେ ୧୦ କୋଟି ଟଙ୍କା !

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଏନ୍‌କାଉଣ୍ଟରରେ ଦୁଇ ଲସ୍କର ଆତଙ୍କୀ ନିହତ

Bihar Election 2020 Date:୩ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ, ଭୋଟ୍‌ ଗ୍ରହଣ ସମୟ ସୀମା ୧ ଘଣ୍ଟା ବୃଦ୍ଧି

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦକ୍ଷିଣ କୋରିଆ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଜାଳିଦେଲେ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ଭାରତରେ Harley-Davidsonର ପ୍ରଡକ୍ଟ ଓ ସେଲ୍ ବନ୍ଦ

ଗଲୱାନ ସଂଘର୍ଷରେ କେତେ ସୈନିକଙ୍କୁ ହରାଇଛି, ହିସାବ ଦେଲା ଚୀନ

୧୨ ବର୍ଷର ନାବାଳକଙ୍କ ସମେତ ୩ ଜଣଙ୍କ ଉପରେ ଚଢ଼ିଗଲା ବସ୍‌

You might also like