ପୁଣି ଥରେ ମହାକାଶରେ UFOକୁ ନେଇ ଚର୍ଚ୍ଚା

ୱାସିଂଟନ: ପୁଣି ଥରେ ମହାକାଶରେ UFOକୁ ନେଇ ଚର୍ଚ୍ଚା। ଆମେରିକାର ପ୍ରତିରକ୍ଷା ବିଭାଗ କାର୍ଯ୍ୟାଳୟ ପେଣ୍ଟାଗନ ପକ୍ଷରୁ ତିନି ତିନୋଟି ଭିଡିଓ ଜାରି ପରେ ପୁଣି ବିଶ୍ୱ ବ୍ରହ୍ମାଣ୍ଡର ଏହି ରହସ୍ୟ ଭେଦିବାକୁ ଉଦ୍ୟମ ଆରମ୍ଭ। ଭିଡିଓରେ ଏକ UFO ବା ଉଡ଼ନ୍ତା ବସ୍ତୁକୁ ଦର୍ଶାଯାଇଛି।

ଏହି ଭିଡିଓ ମଧ୍ୟରୁ ଗୋଟିଏ ୨୦୦୪ ଓ ଅନ୍ୟ  ଦୁଇଟି ୨୦୧୫ରେ ସୁଟ୍‌ କରାଯାଇଥିଲା। ୨୦୦୭  ଏବଂ  ୨୦୧୭ରେ ଅନଧିକୃତ ଭାବେ ଏହାର ରିଲିଜ କରାଯାଇଥିଲା। ସେତେବେଳେ ଆମେରିକାର ନୌସେନା ବିଭାଗ ପକ୍ଷରୁ ଏହି ଭିଡିଓ ସୁଟ କରାଯାଇଥିଲା। ତେବେ ବହୁ ସମୀକ୍ଷା ପରେ ଏହା ଦେଶର ପ୍ରତିରକ୍ଷା ପ୍ରତି କୌଣସି ବିପଦ ସୃଷ୍ଟି କରୁନଥିବା ଏବଂ ସମ୍ବେଦନଶୀଳ ତଥ୍ୟ ଲିକ୍ ହେଉନଥିବା ଦର୍ଶାଇ ପେଣ୍ଟାଗନ ଏହି ଭିଡିଓକୁ ରିଲିଜ କରିଛି।

ବିଭିନ୍ନ ସମୟରେ ଏଭଳି ଉଡ଼ନ୍ତା ବସ୍ତୁ ମହାକାଶରେ ଦେଖିବାକୁ ମିଳିଥାଏ। ଅନ୍ୟ ଗ୍ରହରେ ଥିବା ଏଲିଅନ ବା ଅଜଣା ଜୀବ ଏହାକୁ ପଠାଉଥିବା ନେଇ ଚର୍ଚ୍ଚା ହେଉଥିଲେ ମଧ୍ୟ ଏନେଇ କୌଣସି ତଥ୍ୟଗତ ପ୍ରମାଣ  ମିଳିନାହିଁ।

ସୌଜନ୍ୟ- ୟୁଟ୍ୟୁବ୍

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like