ଆସନ୍ତକାଲି ବର୍ଷର ତୃତୀୟ ଚନ୍ଦ୍ର ଗ୍ରହଣ

ନୂଆଦିଲ୍ଲୀ: ବର୍ଷର ତୃତୀୟ ଚନ୍ଦ୍ରଗ୍ରହଣ କାଲି। ଅନେକ ଦେଶରେ ଜୁଲାଇ ୪ ତାରିଖ ରାତିରେ ଚନ୍ଦ୍ର ଗ୍ରହଣ ଲାଗିବ ଏବଂ ଜୁଲାଇ ୫ ତାରିଖ ଶେଷ ହେବ। କିନ୍ତୁ ଭାରତୀୟ ସମୟ ଅନୁସାରେ ଗ୍ରହଣ ଜୁଲାଇ ୫ ତାରିଖ ସକାଳ ୮ଟା ୩୭ ମିନିଟ୍‌ରୁ ଆରମ୍ଭ ହେବ ଏବଂ ସକାଳ ୧୧ଟା ୨୨ରେ ଶେଷ ହେବ।

ଏହି ଗ୍ରହଣ ପ୍ରାୟ ୨ ଘଣ୍ଟା ୪୫ ମିନିଟ ପର୍ଯ୍ୟନ୍ତ ରହିବ। ତେବେ ଭାରତରେ ସେହି ସମୟରେ ଦିନ ଥିବାରୁ ଏହି ଗ୍ରହଣ ଦୃଶ୍ୟ ହେବନି। ତେଣୁ ଗ୍ରହଣ ସମୟରେ ପାକତ୍ୟାଗ ହେବ ନାହିଁ।

ଚନ୍ଦ୍ର ଗ୍ରହଣ ସାଧାରଣତଃ ୩ ପ୍ରକାରର। ପୂର୍ଣ୍ଣ ଚନ୍ଦ୍ରଗ୍ରହଣ, ଆଂଶିକ ଚନ୍ଦ୍ର ଗ୍ରହଣ ଏବଂ ଉପଛାୟା ଚନ୍ଦ୍ରଗ୍ରହଣ। ଆସନ୍ତାକାଲି ହେବାକୁ ଥିବା ଚନ୍ଦ୍ରଗ୍ରହଣ ମଧ୍ୟ ଉପଛାୟା ଚନ୍ଦ୍ରଗ୍ରହଣ।

ସୂର୍ଯ୍ୟ, ଚନ୍ଦ୍ର  ମଝିରେ ପୃଥିବୀ ରହିବ କିନ୍ତୁ ଗୋଟିଏ ରେଖାରେ ନ ରହିଲେ ସହି ଚନ୍ଦ୍ର ଗ୍ରହଣକୁ ଉପଛାୟା ଗ୍ରହଣ କୁହାଯାଏ।

ତେବେ ଏହି ଗ୍ରହଣ ୟୁରୋପ, ଆମେରିକା ଏବଂ ଅଷ୍ଟ୍ରେଲିଆରେ ଦେଖିବାକୁ ମିଳିବ। ଏଠି କହିରଖିବୁ, ଜୁଲାଇ ୫ ତାରିଖ ଚନ୍ଦ୍ରଗଅହଣର ଠିକ୍‌ ୫ ମାସ ୨୫ ଦିନ ପରେ ଅଥାତ୍‌ ନଭେମ୍ବର ୩୦ ତାରିଖ ପଡ଼ିବ ଆଉ ଏକ ଚନ୍ଦ୍ର ଗ୍ରହଣ। ତେବେ ଏହି ଗ୍ରହଣ ମଧ୍ୟ ଭାରତରେ ଦୃଶ୍ୟ ହେବନି। ତେଣୁ ଗ୍ରହଣ ସମୟରେ ପାକତ୍ୟାଗ ନାହିଁ।

ଆହୁରି ପଢ଼ନ୍ତୁ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

୮୩ ଦିନ ପରେ ଆଶ୍ୱସ୍ତି; ଦିନକରେ ଚିହ୍ନଟ ହେଲେ ୫୦ ହଜାରରୁ କମ କରୋନା ଆକ୍ରାନ୍ତ

ଫେବ୍ରୁଆରି ସୁଦ୍ଧା ଦେଶର ଅଧା ଲୋକ କରୋନା ଆକ୍ରାନ୍ତ ହୋଇ ପାରନ୍ତି !

କଥା ଦେଇ କଥା ରଖିଲେ ରାହୁଲ, ଦୁଇ ଭଉଣୀଙ୍କୁ ଉପହାର ଦେଲେ ଘରର ଚାବି

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

You might also like