ଗଣେଶ ପୂଜା ପେଣ୍ଡାଲରେ ନୋଟ୍ ବର୍ଷା!

ଗୁଜରାଟ : ଗଣେଶ ପୂଜା ପେଣ୍ଡାଲରେ ଉଡିଲା ନୋଟ୍। ଗୁଜରାଟର ରାଜକୋଟରେ ଏକ ପୂଜା ପେଣ୍ଡାଲରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ। ଗଣେଶ ପୂଜା ଅବସରରେ ସେଠାରେ ଏକ ଲୋକ ସାହିତ୍ୟ ଏବ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ହୋଇଥିଲା। ମଞ୍ଚ ଉପରେ ସଙ୍ଗୀତ ପରିବେଷଣ ବେଳେ ଲୋକ ଆସି ନୋଟ୍‌ ବର୍ଷା କରିଥିବା ଦେଖିବାକୁ ମିଳିଥିଲା।

ସୂଚନା ଯେ ,ରଜଭା ଗଡଭୀ ନାମକ ଜଣେ ଗାୟକ ଗାଉଥିଲେ। ତାଙ୍କ ଗାୟନରେ ଲୋକେ ଏତେ ଖୁସି ହୋଇଥିଲେ ଯେ ତାଙ୍କ ଉପରକୁ ନୋଟ୍‌ ପକାଇଥିଲେ। ରାଜକୋଟର ମଧୁବନ ଗ୍ରୁପ ଦ୍ୱାରା ଏହି କାର୍ଯ୍ୟକ୍ରମର ଆୟୋଜନ ହୋଇଥିଲା।

ଆହୁରି ପଢ଼ନ୍ତୁ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

ଚାଇନା ରାଷ୍ଟ୍ରପତିଙ୍କୁ ନିନ୍ଦା କଲେ ଦଣ୍ଡ ୧୮ ବର୍ଷ ଜେଲ

୨୦୧୫ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ ଖର୍ଚ୍ଚ ହୋଇଛି ୫୦୦ କୋଟିରୁ ଅଧିକ ଟଙ୍କା

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ପଡ଼ିଲା ଆଳୁ, ପିଆଜ, ଡାଲି

କେବେଠୁ ହେବ ୟୁଜି ଓ ପିଜି କ୍ଲାସ? ଜାଣନ୍ତୁ…

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

୨୮ରୁ ଏହି ରାଜ୍ୟରେ ଖୋଲିବ ସ୍କୁଲ

You might also like