ତୈଳ ଦର ବୃଦ୍ଧି: ପେଟ୍ରୋଲ ୨୫ ପଇସା, ଡିଜେଲ ୨୧ ପଇସା

ନୂଆଦିଲ୍ଲୀ: ଆଜି ବି ବଢିଛି ତେଲ ଦର।  ପେଟ୍ରୋଲ ଲିଟର ପିଛା ୨୫ ପଇସା ଏବଂ ଡିଜେଲ ୨୧ ପଇସା ବୃଦ୍ଧି ପାଇଛି । ଲଗାତାର ୨୧ ଦିନ ଧରି ତୈଳଦର ବୃଦ୍ଧି ଘଟିଛି ରାଜଧାନୀ ଦିଲ୍ଲୀରେ ।

ଆଜି ପେଟ୍ରୋଲ ଲିଟର ପିଛା ୮୦ ଟଙ୍କା ୩୮ପଇସା ଏବଂ ଡିଜେଲ ୮୦ଟଙ୍କା ୪୦ ପଇସା ହୋଇଛି । ଶୁକ୍ରବାର ଦେଶରେ ପେଟ୍ରୋଲ ଲିଟର ପଛା ଦର ୨୧ ପଇସା ଏବଂ ଡିଜେଲ ଦର ଲିଟର ପିଛା ୧୭ ପଇସା ବୃଦ୍ଧି ପାଇଛି ।

ସେପଟେ ଦେଶରେ ବର୍ଦ୍ଧିତ ତୈଳଦରକୁ ନେଇ ବିକ୍ଷୋଭ, ପ୍ରଦର୍ଶନ ଜାରି ରହିଛି। ରାଜରାସ୍ତାକୁ ଆସି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ବିଭିନ୍ନ ସଂଗଠନ।

କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ମଧ୍ୟ ଲଗାତାର ତେଲ ଦର ବଦ୍ଧିକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ ବର୍ଦ୍ଧିତ ଦର ପ୍ରତ୍ୟାହାର ପାଇଁ ଦାବି କରି ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି।

ଆହୁରି ପଢ଼ନ୍ତୁ

ଯେମିତି ନିର୍ବାଚନ, ସେଇ ପଦ୍ଧତିରେ ହେବ ଦେଶରେ କୋଭିଡ୍ ଟିକାକରଣ

ଆର୍‌ବିଆଇ ଗଭର୍ଣ୍ଣରଙ୍କୁ କରୋନା

ସିଏଏକୁ ନେଇ ମୋହନ ଭାଗବତଙ୍କ ମନ୍ତବ୍ୟରେ କଡ଼ା ପ୍ରତିକ୍ରିୟା ରଖିଲେ ଅସଦୁଦ୍ଦିନ ଓୱେସୀ

ବାଃ କୋଭିଡ୍‌ ଯୋଦ୍ଧା, ଅସୁସ୍ଥ କରୋନା ରୋଗୀଙ୍କୁ ଅଧକିଲୋମିଟର ପିଠିରେ ବୋହି ଆମ୍ବୁଲାନ୍ସରେ ବସାଇଲେ

ହାଥରସ୍ ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ତଦନ୍ତକାରୀ ଅଧିକାରୀ ପତ୍ନୀଙ୍କ ଆତ୍ମହତ୍ୟା

ବିହାର ଲୋକେ ନୀତୀଶଙ୍କ ଉପରେ କେବଳ ରାଗୁ ନାହାନ୍ତି, ତାଙ୍କୁ ଘୃଣା ବି କରୁଛନ୍ତି; ତେଜସ୍ୱୀ ଯାଦବ

ରେଳବାଇର କୋଭିଡ୍‌ କେୟାର କୋଚ୍‌ରେ ମହାରାଷ୍ଟ୍ରର ଜଣେ ବି ରୋଗୀ ଆଡ୍‌ମିଶନ ହୋଇ ନାହାନ୍ତି

ଏପଟେ ପୂଜା ସେପଟେ ପତ୍ନୀଙ୍କୁ ହତ୍ୟା ! ପୂଜା ଘର ଭିତରୁ ମିଳିଲା ମୃତଦେହ

ଜେଡିଆର୍‌ ପାର୍ଟି ନେତାଙ୍କୁ ଗୁଳି କରି ହତ୍ୟା ଘଟଣାରେ ବଡ଼ ଖୁଲାସା

‘ଭାରତର କଡ଼ା ଜବାବରେ ଭୟଭୀତ ଚାଇନା’

ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜନାଥ ସିଂ

ମନ କି ବାତ୍‌: ଯବାନଙ୍କ ପାଇଁ ଦୀପ ଜାଳିବାକୁ କହିଲେ ପ୍ରଧାନମନ୍ତ୍ରୀ

You might also like