ବଢ଼ିଲା ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ: ଲଗାତାର ତୃତୀୟ ଦିନ ପାଇଁ ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ପେଟ୍ରୋଲ ଦର ଲିଟର ପ୍ରତି ୮ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ ଲିଟର ପ୍ରତି ୧୯ ପଇସା ବୃଦ୍ଧି ପାଇଛି।

ବର୍ତ୍ତମାନ ଦିଲ୍ଲୀରେ ପେଟ୍ରୋଲ ଦର ୮୧ଟଙ୍କା ୪୬ ପଇସା ଥିବାବେଳେ ଡିଜେଲ ଦର ୭୧ଟଙ୍କା ୦୭ ପଇସା ରହିଛି।

ଗତ ୩ ଦିନ ମଧ୍ୟରେ ପେଟ୍ରୋଲ ଦର ଲିଟର ପ୍ରତି ୪୦ ପଇସା ବୃଦ୍ଧି ପାଇ ଥିବାବେଳେ ଡିଜେଲ ଦର ୬୧ ପଇସା ବୃଦ୍ଧି ପାଇଛି। ସୂଚନାଥାଉ କି, ସେପ୍ଟେମ୍ବର ୨୨ରୁ ପେଟ୍ରୋଲ ଦର ସ୍ଥିର ରହିଥିଲା। ସେହିପରି ଅକ୍ଟୋବର ୨ରୁ ଡିଜେଲ ଦର ଅପରିବର୍ତ୍ତିତ ରହିଥିଲା।

You might also like