୫ଦିନ ଧରି ବଢ଼ିବାରେ ଲାଗିଛି ପେଟ୍ରୋଲ ଓ ଡିଜେଲ୍‌ ଦର

ନୂଆଦିଲ୍ଲୀ: କ୍ରମାଗତ ୫ଦିନ ଧରି ପେଟ୍ରୋଲ ଓ ଡିଜେଲ୍‌ ଦର ବୃଦ୍ଧି ପାଇଛି। ଆଜି ସକାଳ ୬ଟାରୁ ଏହି ନୂଆ ଦର ଲାଗୁ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଓ ଡିଜେଲ୍‌ ଦର ଲିଟର ପ୍ରତି ୬୦ ପଇସା ବୃଦ୍ଧି ପାଇଛି। ବର୍ଦ୍ଧିତ ଦର ଘୋଷଣା ପରେ ଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ୭୪ଟଙ୍କା ହୋଇଥିବାବେଳେ ଡିଜେଲ ଲିଟର ପିଛା ୭୨ଟଙ୍କା ୨୨ପଇସା ହୋଇଛି।

କୋଲକାତାରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୭୫ଟଙ୍କା ୯୪ପଇସା ଓ ୬୮ଟଙ୍କା ୧୭ପଇସା ରହିଛି। ମୁମ୍ବାଇରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୮୦ଟଙ୍କା ୯୮ପଇସା ଓ ୭୦ଟଙ୍କା ୯୨ପଇସା, ଚେନ୍ନାଇରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୭୭ଟଙ୍କା ୯୬ପଇସା ଓ ୭୦ଟଙ୍କା ୬୪ପଇସା ରହିଛି।

ଗତକାଲି ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୪୦ ପଇସା ଓ ୪୫ ପଇସା ବୃଦ୍ଧି ପାଇଛି। ଲଗାତାର ୮୨ ଦିନ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିବା ପରେ ରବିବାର ଦିନ ପ୍ରଥମ ଥର ପାଇଁ ତୈଳ ଦର ବୃଦ୍ଧି କରାଯାଇଥିଲା। ୫ ଦିନ ଭିତରେ ପେଟ୍ରୋଲ ଓ ଡିଜେଲ ଦର ୨ ଟଙ୍କା ୮୩ ପଇସା ଲେଖାଏ ବୃଦ୍ଧି କରାଯାଇଛି।

ଆହୁରି ପଢ଼ନ୍ତୁ

ଅକ୍ସିଜେନ୍‌ ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

ଉମା ଭାରତୀଙ୍କୁ କରୋନା

ଭାଙ୍ଗିଲା ପୁରୁଣା ସମ୍ପର୍କ; ଏନ୍‌ଡିଏକୁ ବାଏ ବାଏ କଲା ସିରୋମଣି ଅକାଳି ଦଳ

ଅକ୍ଟୋବର-୧ରୁ ସିନେମା, ନାଟକ, ମୁକ୍ତାକାଶ ରଙ୍ଗମଞ୍ଚ ଓ ଯାତ୍ରା ଆଦିକୁ ଅନୁମତି

ସରକାରଙ୍କୁ ଏସଆଇଆଇ ଅଧ୍ୟକ୍ଷକଙ୍କ ପ୍ରଶ୍ନ; କରୋନା ଭ୍ୟାକ୍ସିନ୍ ପାଇଁ‌ ୮୦ ହଜାର କୋଟି ଅଛି ତ ?

ଜାତିସଂଘର ନିଷ୍ପତ୍ତି ଗ୍ରହଣ ବର୍ଗର ସଦସ୍ୟ ହେବା ପାଇଁ ଆଉ କେତେ ଦିନ ଅପେକ୍ଷା କରିବ ଭାରତ ?

ମିଳିତ ଜାତିସଂଘରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ: କରୋନା ମହାମାରୀ ବେଳେ ଜାତିସଂଘର ଭୂମିକା କୁଆଡ଼େ ଗଲା ?

ଡ୍ରଗ୍ସ ନେଉଥିବା କଥା ଅସ୍ୱୀକାର କଲେ ସାରା ଓ ଶ୍ରଦ୍ଧା

କେନ୍ଦ୍ର ବିଜେପିରେ ବଡ଼ଧରଣର ପରିବର୍ତ୍ତନ; କାହାକୁ କେଉଁ ଦାୟିତ୍ୱ ମିଳିଲା ଜାଣନ୍ତୁ

କଙ୍ଗନାଙ୍କ ବିରୋଧରେ ମାମଲା ରୁଜୁ

WHO ସତର୍କବାଣୀ; କରୋନାରେ ୨୦ ଲକ୍ଷ ଲୋକଙ୍କ ଜୀବନ ଯିବ

You might also like