ଦକ୍ଷିଣ କୋରିଆରେ ମହାତ୍ମା ଗାନ୍ଧିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦୁଇ ଦିନିଆ ଦକ୍ଷିଣ କୋରିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଧାନୀ ସିଓଲ୍‌ରେ ୟୋନସେଲ୍ ୟୁନିଭରସିଟିରେ ମହାତ୍ମା ଗାନ୍ଧିଙ୍କ ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି। ଏହି ଅବସରରେ ସେଠାକାର ରାଷ୍ଟ୍ରପତି ମୁନ୍-ଜାଏ-ଇନ୍ ଓ ମିଳିତ ଜାତିଂସଘର ପୂର୍ବତନ ମହାସଚିବ ବାନ୍ କି ମୁନ୍ ମଧ୍ୟ ଉପସ୍ଥିତ ଥିଲେ।

ଏହି  ଅବସରରେ ମହାତ୍ମା ଗାନ୍ଧିଙ୍କ ଆଦର୍ଶକୁ ମନେପକାଇ ମୋଦି କହିଛନ୍ତି, ବିଶ୍ୱ ଏବେ ଦୁଇଟି ସମସ୍ୟାରେ ଜର୍ଜିରିତ, ଆତଙ୍କବାଦ ଓ ଜଳବାୟୁ ପରିବର୍ତ୍ତନ। ମହାତ୍ମା ଗାନ୍ଧିଙ୍କ ଆଦର୍ଶ ଓ ଜୀବନଶୈଳୀ ଏହି ଦୁଇ ସମସ୍ୟାର ସମାଧାନ କରିପାରିବ ବୋଲି କହିଛନ୍ତି ମୋଦି।

ଏହି ଗସ୍ତ ସମୟରେ ଦକ୍ଷିଣ କୋରିଆ ଓ ଭାରତ ମଧ୍ୟରେ ଅନେକ ଚୁକ୍ତି ସ୍ୱାକ୍ଷରିତ ହେବାର ଅଛି। ମେକ୍ ଇନ୍ ଇଣ୍ଡିଆ ଅଭିଯାନରେ ଦକ୍ଷିଣ କୋରିଆ ଗୁରୁତ୍ୱପୂପୂର୍ଣ୍ଣ ସହଯୋଗୀ ରାଷ୍ଟ୍ର ବୋଲି ସେଠାକାର ଭାରତୀୟ କମ୍ୟୁନିଟିକୁ ସମ୍ବୋଧନ କରିବା ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

୮୩ ଦିନ ପରେ ଆଶ୍ୱସ୍ତି; ଦିନକରେ ଚିହ୍ନଟ ହେଲେ ୫୦ ହଜାରରୁ କମ କରୋନା ଆକ୍ରାନ୍ତ

ଫେବ୍ରୁଆରି ସୁଦ୍ଧା ଦେଶର ଅଧା ଲୋକ କରୋନା ଆକ୍ରାନ୍ତ ହୋଇ ପାରନ୍ତି !

କଥା ଦେଇ କଥା ରଖିଲେ ରାହୁଲ, ଦୁଇ ଭଉଣୀଙ୍କୁ ଉପହାର ଦେଲେ ଘରର ଚାବି

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

You might also like