କରୋନା ଯୋଦ୍ଧାମାନଙ୍କ ପାଇଁ ଜୟ-ଜୟକାର କଲେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱ ପୃଥିବୀ ଦିବସ(International Earth Day)   ଅବସରରେ ଧରିତ୍ରୀ ମା’ଙ୍କୁ କୃତଜ୍ଞତା ଜଣାଇଛନ୍ତି। ସେ ନିଜ ଟ୍ୱିଟ୍‌ରେ କହିଛନ୍ତି ଯେ ‘ଏହି ଦିବସରେ ଆମ ଗ୍ରହ ପୃଥିବୀ ମା’ ଅପାର ଦୟା କରୁଥିବାରୁ ଓ ଆମର ଯତ୍ନ ନେଉଥିବାରୁ  କୃତଜ୍ଞତା ଜଣାଉଛି। ଆସ,  ଆମେ ସମସ୍ତେ ମିଶି ଆମ ଗ୍ରହକୁ ଏକ ପରିଷ୍କାର, ସ୍ୱାସ୍ଥ୍ୟକର ଏବଂ ଅଧିକ ସମୃଦ୍ଧ ଗ୍ରହ କରିବାକୁ ସଙ୍କଳ୍ପ ନେବା। କରୋନା ପରି ବିଶ୍ୱ ମହାମାରୀକୁ ପରାସ୍ତ କରିବା ନିମନ୍ତେ କାର୍ଯ୍ୟ କରୁଥିବା ଯୋଦ୍ଧାମାନଙ୍କ ପାଇଁ ଜୟ –ଜୟକାର କରିବା, ଅର୍ଥାତ ସେମାନଙ୍କୁ ସମର୍ଥନ ଓ ପ୍ରଶଂସା କରିବା।’

ମହାମାରୀ କରୋନା ଭାଇରସ୍ ଭାରତରେ ଦ୍ରୁତ ଗତିରେ କାୟାକୁ ବିସ୍ତାର କରୁଛି। ଦେଶରେ କୋଭିଡ-୧୯ରେ ମୃତ୍ୟୁ ସଂଖ୍ୟା ୬୪୦ରେ ପହଞ୍ଚିଛି। ବୁଧବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଏପର୍ଯ୍ୟନ୍ତ ଭାରତରେ କରୋନା ଯୋଗୁ ୬୪୦ ଲୋକ ପ୍ରାଣ ହରାଇଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୧୯,୯୮୪କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଉମା ଭାରତୀଙ୍କୁ କରୋନା

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

WHO ସତର୍କବାଣୀ; କରୋନାରେ ୨୦ ଲକ୍ଷ ଲୋକଙ୍କ ଜୀବନ ଯିବ

You might also like