ଆଜି ଅଟଳ ବିହାରୀ ବାଜପେୟୀଙ୍କ ୯୪ ତମ ଜନ୍ମ ବାର୍ଷିକୀ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଆଜି ୯୪ ତମ ଜନ୍ମ ବାର୍ଷିକୀ।

ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆଦିଲ୍ଲୀ ସ୍ଥିତ ରାଷ୍ଟ୍ରୀୟ ସ୍ମୃତିସ୍ଥଳରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ, ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂଙ୍କ ସମେତ ବହୁ ବରିଷ୍ଠ ବ୍ୟକ୍ତି ରାଷ୍ଟ୍ରୀୟ ସ୍ମୃତିସ୍ଥଳରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

You might also like