ବାଲାକୋଟ ଏୟାର୍‌ ଷ୍ଟ୍ରାଇକୁ ନେଇ ବିରୋଧୀଙ୍କୁ ମୋଦିଙ୍କ ଟାର୍ଗେଟ୍‌

ନୂଆଦିଲ୍ଲୀ:  ବାଲାକୋଟ ଏୟାର୍ ଷ୍ଟ୍ରାଇକକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶକୁ ଦୀର୍ଘଦିନ ଧରି ଶାସନ କରିଥିବା ଏକ ଦଳର ବରିଷ୍ଠ ନେତା ସେନାବାହିନୀର କ୍ଷମତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଏପରିକି ସେ ପୁଲୱାମା ଆତଙ୍କବାଦୀ ଆକ୍ରମଣକୁ ଦୁର୍ଘଟଣା ବୋଲି କହିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।

୨୬/୧୧ମୁମ୍ବାଇ ଆତଙ୍କବାଦୀ ଆକ୍ରମଣକୁ ସେହି ନେତା କ୍ଲିନ୍‌ ଚିଟ ଦେଇଥିବା ପ୍ରଧାନମନ୍ତ୍ରୀ ସୂଚାଇ ଦେଇଛନ୍ତି। ମଧ୍ୟପ୍ରଦେଶରେ ଏକ ରାଲିରେ ପ୍ରଧାନମନ୍ତ୍ରୀ କଂଗ୍ରେସକୁ ଟାର୍ଗେଟ କରି ଏପରି ମନ୍ତବ୍ୟ ଦେଇଛନ୍ତି।

 

You might also like