୧୧ଟା ବେଳେ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ କେଉଁ ଗୁରୁତ୍ୱପୂର୍ଣ୍ଣ କଥା କହିବେ ପ୍ରଧାନମନ୍ତ୍ରୀ ?

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦିନ ୧୧ଟା ବେଳେ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧନ କରିବେ। ଏଥର ମନ୍ କି ବାତ୍ କାର୍ଯ୍ୟକ୍ରମରେ କରୋନା ସଂପର୍କରେ ଦେଶବାସୀ ଦେଇଥିବା ମତାମତ ଉପରେ ମତ ରଖିପାରନ୍ତି। ଏଥିସହିତ ଆଉଁ କେଉଁ ଗୁରୁତ୍ୱପୂର୍ଣ୍ଣ କଥା ବିଷୟରେ ଆଲୋଚନା କରିବେ ସେ ନେଇ ଦେଶବାସୀଙ୍କ ମନରେ ଉତ୍କଣ୍ଠା ରହିଛି।

ତେବେ ଗତଥର ମାର୍ଚ୍ଚ ୨୯ ମନ କି ବାତ କାର୍ଯ୍ୟକ୍ରମରେ କରୋନା ଲକ୍‌ଡାଉନ ସଂପର୍କରେ କହିଥିଲେ। ଲକଡାଉନ ପାଇଁ ଦେଶବାସୀଙ୍କୁ କ୍ଷମା ପ୍ରାର୍ଥନା କରିଥିଲେ ହେଁ, ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ଏହା ଜରୁରୀ ଥିଲା ବୋଲି ମୋଦି କହିଥିଲେ।

ଏଥର ମଧ୍ୟ କରୋନା ମୁକାବିଲା ଲକଡାଉନ, ସାମାଜିକ ଦୂରତା ଓ ଦେଶର ଅର୍ଥନୀତି ସଂପର୍କରେ ମତ ରଖିପାରନ୍ତି ବୋଲି ଅନୁମାନ କରାଯାଉଛି। ଏହାସହ କରୋନା ମୁକାବିଲା ନେଇ ସରକାର ନେଇଥିବା ପଦକ୍ଷେପ ଓ ଏହାର ସଫଳତା ସଂପର୍କରେ ମଧ୍ୟ ମତ ରଖିପାରନ୍ତି।

ଆହୁରି ପଢ଼ନ୍ତୁ

ଏହି ରାଜ୍ୟରେ ଅକ୍ଟୋବର ୩୧ ଯାଏ ବଢ଼ିଲା ଲକ୍‌ଡାଉନ୍‌

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

You might also like