ମନ୍‌ କି ବାତ୍‌ କାର୍ଯ୍ୟକ୍ରମ: ଦିନ ୧୧ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଦିନ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧନ କରିବେ। ଏହା ମନ୍ କି ବାତ୍‌ର‌ ୬୭ ତମ ସଂସ୍କରଣ।

ମନ୍‌ କି ବାତ୍‌ରେ ପ୍ରଧାନମନ୍ତ୍ରୀ କରୋନା ମୁକାବିଲା ଉପରେ ଆଲୋଚନା କରିପାରନ୍ତି ବୋଲି ଆଶା କରାଯାଉଛି। ସେହିପରି ଆସନ୍ତା ମାସରେ ଅନ୍‌ଲକ୍ ୩ ଆରମ୍ଭ ହେଉଥିବାରୁ ଏହା ଉପରେ ମଧ୍ୟ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧନ କରିପାରନ୍ତି ବୋଲି ମଧ୍ୟ ଆଶା କରାଯାଉଛି।

ମନ୍ କି ବାତ୍‌ର ୬୬ ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧନ କରି କହିଥିଲେ, ‘ଆମ ପାଇଁ ଅନେକ ଚ୍ୟାଲେଞ୍ଜ୍‌ ସୃଷ୍ଟି ହୋଇପାରେ, ହେଲେ ଆମ ଇତିହାସ କହୁଛୁ ଆମେ ଏସବୁକୁ ସବୁବେଳେ ପରାସ୍ତ କରିଛୁ। ଆଉ ଚ୍ୟାଲେଞ୍ଜ୍‌ ପରେ ଆମେ ଆହୁରି ଅଧିକ ଶକ୍ତିଶାଳୀ ହୋଇଛୁ।

ଆହୁରି ପଢ଼ନ୍ତୁ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

ଡ୍ରଗ୍ସ ଲିଙ୍କ୍ ମାମଲାରେ ଆଉଜଣେ ପେଡଲର୍ ଗିରଫ

ଏଣିକି କୁକୁରଙ୍କ ପାଇଁ ବ୍ଲଡ୍ ବ୍ୟାଙ୍କ୍

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

କରୋନା ପଜିଟିଭ୍‌ କହି ପତ୍ନୀଙ୍କ ପାଖରୁ ଖସିଗଲେ, ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଧରାପଡ଼ିଲେ

ନୂଆ କୃଷି ବିଲ୍‌‌କୁ କାହିଁକି ଡରୁଛନ୍ତି ଚାଷୀ ?

ଦେଶରେ ଦିନକରେ ୯୬ହଜାର ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

ୱାଶ୍‌ରୁମ୍‌ରୁ ମିଳିଲା ଜଣାଶୁଣା ଫ୍ୟାଶନ୍‌ ଡିଜାଇନର୍‌ଙ୍କ ମୃତଦେହ

ବିରୋଧ ସତ୍ତ୍ୱେ ଲୋକସଭାରେ ପାରିତ ହେଲା କୃଷି ବିଲ

ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

You might also like