ବିଜୟ ରାଜେ ସିନ୍ଧିଆଙ୍କ ସ୍ମୃତିରେ ଉନ୍ମୋଚିତ ହେଲା ୧୦୦ ଟଙ୍କିଆ ମୁଦ୍ରା

ନୂଆଦିଲ୍ଲୀ: ରାଜମାତା ବିଜୟ ରାଜେ ସିନ୍ଧିଆଙ୍କ ସ୍ମୃତିରେ ଉନ୍ମୋଚିତ ହେଲା ୧୦୦ ଟଙ୍କିଆ ମୁଦ୍ରା।  ସ୍ୱତନ୍ତ୍ର କାର୍ଯ୍ୟକ୍ରମ ମାଧ୍ୟମରେ ୧୦୦ ଟଙ୍କିଆ ମୁଦ୍ରା ଉନ୍ମୋଚନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭର୍ଚୁଆଲ୍ କାର୍ଯ୍ୟକ୍ରମ ମାଧ୍ୟମରେ ଏହାର ଉନ୍ମୋଚନ ହୋଇଛି। ରାଜମାତା ସିନ୍ଧିଆ ଗରିବ ଲୋକଙ୍କ ପାଇଁ ତାଙ୍କ ଜୀବନ ଉତ୍ସର୍ଗ କରିଥିଲେ।

ଲୋକ ପ୍ରତିନିଧି ହେବାର ମାନେ ଖାଲି ରାଜଗାଦିରେ ବସିବା ନୁହେଁ, ବରଂ ଲୋକଙ୍କ ସେବା କରିବା ପାଇଁ ହୋଇଥାଏ ବୋଲି ଏହା ସେ ପ୍ରମାଣିତ କରିଥିଲେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।  ଟ୍ରିପଲ ତଲାକ ଉଚ୍ଛେଦ ହେବା ଦ୍ୱାରା ରାଜମାତା ସିନ୍ଧିଆଙ୍କ ମହିଳା ସଶକ୍ତିକରଣ ଭିଜନ ସଫଳ ହୋଇଛି ବୋଲି ମୋଦି କହିଛନ୍ତି ।

ଆହୁରି ପଢ଼ନ୍ତୁ

କରୋନା ଚିକିତ୍ସାରୁ ବାଦ୍ ପଡ଼ିପାରେ ପ୍ଲାଜ୍‌ମା ଥେରାପି

ବଜେପି ଛାଡ଼ିଲେ ବରିଷ୍ଠ ନେତା ଏକନାଥ ଖଡ଼ସେ; କହିଲେ, ଫଡ଼ନାଭିସଙ୍କ ପାଇଁ ଛାଡ଼ିଲି ଦଳ

ଆନ୍ଧ୍ର କନକ ଦୁର୍ଗା ମନ୍ଦିର ନିକଟରେ ଭୂସ୍ଖଳନ: ୪ ଫସି ରହିଥିବା ଆଶଙ୍କା

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା

ମଦ୍ରାସାକୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ବିଜେପି ସାଂସଦ

କିଛି ଦିନ ତଳେ କମିଥିଲା, ଏବେ ପୁଣି ବଢ଼ିଲା ସୁନା ଦର

୨୩ ଜଣ ବନ୍ଧୁଙ୍କୁ ନେଇ ରେଷ୍ଟୁରାଣ୍ଟରେ ପହଞ୍ଚିଲେ ଗର୍ଲଫ୍ରେଣ୍ଡ; ବିଲ୍‌ ଦେଖି ଦୌଡି ପଳାଇଲେ ପ୍ରେମିକ

ହାଥରସ୍‌ ଘଟଣା ପରେ ଧର୍ମ ପରିବର୍ତ୍ତନ କଲେ ବାଲ୍ମିକୀ ସମାଜର ୫୦ ପରିବାର

ପାକିସ୍ତାନରେ ବିସ୍ଫୋରଣ: ୩ ମୃତ

ଶତ୍ରୁ ପାଖରେ ବି ମହନୀୟତା ଦେଖାଇଲେ ଭାରତୀୟ ଯବାନ; ଧରାପଡ଼ିଥିବା ଚୀନ ସେନାଙ୍କୁ ଫେରାଇ ଦେଲେ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

You might also like