ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୬୯ ତମ ଜନ୍ମଦିନ

ନୂଆଦିଲ୍ଲୀ :  ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୬୯ ତମ ଜନ୍ମଦିନ। ସାରା ଦେଶରେ ମୋଦିଙ୍କ ଜନ୍ମଦିନ ପାଳନ କରାଯାଉଛି। ବିଜେପି ପକ୍ଷରୁ ଏହି ସପ୍ତାହରୁ ସେବା ସପ୍ତାହ ଭାବେ ପାଳନ କରାଯାଉଛି।

ଅନ୍ୟପଟେ ଆଜି ପ୍ରଧାନମନ୍ତ୍ରୀ ନିଜ ଘର ଗୁଜରାଟ ଅହମ୍ମଦାବାଦ ଯିବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ମାଆ ହୀରାବେନଙ୍କ ଠାରୁ ଆଶୀର୍ବାଦ ନେବେ। ତାପରେ ନର୍ମଦା ଜିଲ୍ଲାର କାଭାଡିଆ ଯାଇ ସେଠାରେ ଏକ ରାଲିରେ ସମ୍ବୋଧନ କରିବେ। ଏଥିସହ ସର୍ଦ୍ଦାର ସରୋବର ଡ୍ୟାମର ଏକ ପ୍ରକଳ୍ପର ବି ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି।

ଏପଟେ ସୁରତରେ ବି ମଧ୍ୟ ଗତକାଲି ବଡଧରଣର ଆୟୋଜନ କରାଯାଇଥିଲା। କେକ୍ କଟାଯିବା ସହ ଆତସବାଜିର ଆୟୋଜନ ହୋଇଥିଲା। ପ୍ରାୟ ୭୦କେଜି ଓଜନର କେକ୍‌କୁ ଗରିବ ପିଲାମାନେ କାଟି ମୋଦିଙ୍କ ଜନ୍ମଦିନ ପାଳନ କରିଥିଲେ। ୧୯୫୦ ମସିହା ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ ନରେନ୍ଦ୍ର ମୋଦି।

 

 

ଆହୁରି ପଢ଼ନ୍ତୁ

କରୋନା ଆକ୍ରାନ୍ତ ବି ଦେବେ ଭୋଟ୍

ଲଦାଖରେ ବଡ଼ ଧରଣର ଭୂକମ୍ପ

୧୬ ବର୍ଷର ଝିଅ ଆକାଉଣ୍ଟରେ ୧୦ କୋଟି ଟଙ୍କା !

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଏନ୍‌କାଉଣ୍ଟରରେ ଦୁଇ ଲସ୍କର ଆତଙ୍କୀ ନିହତ

Bihar Election 2020 Date:୩ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ, ଭୋଟ୍‌ ଗ୍ରହଣ ସମୟ ସୀମା ୧ ଘଣ୍ଟା ବୃଦ୍ଧି

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦକ୍ଷିଣ କୋରିଆ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଜାଳିଦେଲେ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ଭାରତରେ Harley-Davidsonର ପ୍ରଡକ୍ଟ ଓ ସେଲ୍ ବନ୍ଦ

ଗଲୱାନ ସଂଘର୍ଷରେ କେତେ ସୈନିକଙ୍କୁ ହରାଇଛି, ହିସାବ ଦେଲା ଚୀନ

୧୨ ବର୍ଷର ନାବାଳକଙ୍କ ସମେତ ୩ ଜଣଙ୍କ ଉପରେ ଚଢ଼ିଗଲା ବସ୍‌

You might also like