• translate
Odishatv Bureau

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରାଖଣ୍ଡର ପ୍ରସିଦ୍ଧ କେଦାର ନାଥ ମନ୍ଦିର ଦର୍ଶନ କରିଛନ୍ତି।  ଆଜି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପ୍ରଧାନମନ୍ତ୍ରୀ କେଦାରନାଥରେ ପହଞ୍ଚିବା ପରେ ମନ୍ଦିର ଚାରିପାଖରେ ପରିକ୍ରମା କରିଥିଲେ । ଏହାପରେ ମନ୍ଦିର ଭିତରକୁ ଯାଇ ପୂଜା କରିଥିଲେ । କେଦାରନାଥ ଦର୍ଶନ ପରେ ପ୍ରଧାନମନ୍ତ୍ରୀ ବଦ୍ରିନାଥ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁ ହୋଇଥିଲେ ମଧ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ମନୁମତି ମିଳିଛି।

Other Stories