ଆମେରିକାରେ ଓଡ଼ିଆ ଭାଷା ଓ ସଂସ୍କୃତିର ଝଲକ: ମୋଦି କହିଲେ, ଭାରତରେ ସବୁ ଭଲ ଅଛି

ହ୍ୟୁଷ୍ଟନ୍‌: ଭାରତ-ଆମେରିକା ବନ୍ଧୁତ୍ୱରେ ସବୁଠାରୁ ବଡ଼ କାର୍ଯ୍ୟକ୍ରମ କୁହାଯାଉଥିବା ‘ହାଓଡି ମୋଦି’ରେ ଓଡ଼ିଆ ଭାଷା ଓ ସଂସ୍କୃତିର ଝଲକ ଦେବାକୁ ମିଳିଛି।

ପ୍ରବାସୀ ଭାରତୀୟଙ୍କୁ ଉଦ୍‌ବୋଧନ ଦେବା ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଆରେ ପଦେ କହିଥିଲେ। ‘ହାଓଡି ମୋଦି’ ଉତ୍ତରରେ ମୋଦି ଓଡ଼ିଆରେ କହିଥିଲେ , ଭାରତରେ ‘ସବୁ ଭଲ ଅଛି’। କେବଳ ଓଡ଼ିଆ ନୁହେଁ, ହିନ୍ଦୀ, ବଙ୍ଗାଳି, ଗୁଜରାଟୀ ସମେତ ବହୁ ଭାରତୀୟ ଭାଷାରେ ସମାନ କଥାକୁ ମୋଦି ଦୋହରାଇଥିଲେ।

ଏହି କାର୍ଯ୍ୟକ୍ରମରେ ସବୁଠାରୁ ବଡ଼ ଆକର୍ଷଣ ଥିଲା ଓଡ଼ିଶାର ଶାସ୍ତ୍ରୀୟ ନୃତ୍ୟ ଓଡ଼ିଶୀ ନୃତ୍ୟ। ଭାରତନାଟ୍ୟମ୍ ଏବଂ ଅନ୍ୟ ଭାରତୀୟ ସହିତ ଏହି ନୃତ୍ୟ ମଧ୍ୟ ବିଶେଷ ସାଂସ୍କୃତିକ କାର୍ଯ୍ୟକ୍ରମରେ ସ୍ଥାନ ପାଇଥିଲା।  ଭାରତୀୟ ମନ୍ଦିର ଏହି ନୃତ୍ୟଶିଳ୍ପୀମାନଙ୍କ ପ୍ରଚ୍ଛଦରେ ରହିଥିଲା। ନୃତ୍ୟଶିଳ୍ପୀଙ୍କ ଦ୍ୱାରା ପରିବେଷିତ ଓଡ଼ିଶୀ ନୃତ୍ୟ ଦେଖି ପ୍ରବାସୀ ଭାରତୀୟ ବିମୁଗ୍ଧ ହୋଇଥିଲେ। ଏହି ସାଂସ୍କୃତିକ କାର୍ଯ୍ୟକ୍ରମରେ ପ୍ରାୟ ୪ଶହ କଳାକାର ଭାଗ ନେଇଥିଲେ।

ଆହୁରି ପଢ଼ନ୍ତୁ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

ଡ୍ରଗ୍ସ ଲିଙ୍କ୍ ମାମଲାରେ ଆଉଜଣେ ପେଡଲର୍ ଗିରଫ

ଏଣିକି କୁକୁରଙ୍କ ପାଇଁ ବ୍ଲଡ୍ ବ୍ୟାଙ୍କ୍

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

କରୋନା ପଜିଟିଭ୍‌ କହି ପତ୍ନୀଙ୍କ ପାଖରୁ ଖସିଗଲେ, ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଧରାପଡ଼ିଲେ

ନୂଆ କୃଷି ବିଲ୍‌‌କୁ କାହିଁକି ଡରୁଛନ୍ତି ଚାଷୀ ?

ଦେଶରେ ଦିନକରେ ୯୬ହଜାର ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

ୱାଶ୍‌ରୁମ୍‌ରୁ ମିଳିଲା ଜଣାଶୁଣା ଫ୍ୟାଶନ୍‌ ଡିଜାଇନର୍‌ଙ୍କ ମୃତଦେହ

ବିରୋଧ ସତ୍ତ୍ୱେ ଲୋକସଭାରେ ପାରିତ ହେଲା କୃଷି ବିଲ

ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

You might also like